ଯିଖରୀୟ 3:7 - ପବିତ୍ର ବାଇବଲ7 ସର୍ବଶକ୍ତିମାନ ସଦାପ୍ରଭୁ କହନ୍ତି, “ଆମ୍ଭେ ଯେପରି ନିର୍ଦ୍ଦେଶ ଦେଉ ତୁମ୍ଭେ ସେପରି ପରିଗ୍ଭଳିତ ହୁଅ ଏବଂ ଯତ୍ନ ସହକାରେ କର ଯାହା ଆମ୍ଭେ ଗ୍ଭହୁଁ। ତେବେ ତୁମ୍ଭେ ଆମ୍ଭର ଗୃହରେ ବିଗ୍ଭର କରିବ ଏବଂ ଆମ୍ଭର ମନ୍ଦିର ଅଗଣାର ରକ୍ଷକ ହେବ। ଆମ୍ଭେ ତୁମ୍ଭକୁ ପ୍ରବେଶ କରାଇବା ସେହିମାନଙ୍କ ମଧ୍ୟରେ, ଯେଉଁମାନେ କି ଏଠାରେ ଛିଡ଼ା ହେଉଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)7 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି: ଯେବେ ତୁମ୍ଭେ ଆମ୍ଭ ପଥରେ ଚାଲିବ ଓ ଯେବେ ତୁମ୍ଭେ ଆମ୍ଭର ରକ୍ଷଣୀୟ ରକ୍ଷା କରିବ, ତେବେ ତୁମ୍ଭେ ମଧ୍ୟ ଆମ୍ଭ ଗୃହର ବିଚାର କରିବ ଓ ଆମ୍ଭ ପ୍ରାଙ୍ଗଣର ରକ୍ଷକ ହେବ, ଆଉ ନିକଟରେ ଠିଆ ହେବାର ଏହି ବ୍ୟକ୍ତିମାନଙ୍କ ମଧ୍ୟରେ ଆମ୍ଭେ ତୁମ୍ଭକୁ ପ୍ରବେଶର ଅଧିକାର ଦେବା। Viz kapitolaଓଡିଆ ବାଇବେଲ7 “ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି: ଯଦି ତୁମ୍ଭେ ଆମ୍ଭ ପଥରେ ଚାଲିବ ଓ ତୁମ୍ଭେ ଆମ୍ଭର ଆଜ୍ଞା ରକ୍ଷା କରିବ, ତେବେ ତୁମ୍ଭେ ମଧ୍ୟ ଆମ୍ଭ ଗୃହର ବିଚାର କରିବ ଓ ଆମ୍ଭ ପ୍ରାଙ୍ଗଣର ରକ୍ଷକ ହେବ, ଆଉ ନିକଟରେ ଠିଆ ହେବାର ଏହି ବ୍ୟକ୍ତିମାନଙ୍କ ମଧ୍ୟରେ ଆମ୍ଭେ ତୁମ୍ଭକୁ ପ୍ରବେଶର ଓ ପ୍ରସ୍ଥାନର ଅଧିକାର ଦେବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 “ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି: ଯଦି ତୁମ୍ଭେ ଆମ୍ଭ ପଥରେ ଚାଲିବ ଓ ତୁମ୍ଭେ ଆମ୍ଭର ଆଜ୍ଞା ରକ୍ଷା କରିବ, ତେବେ ତୁମ୍ଭେ ମଧ୍ୟ ଆମ୍ଭ ଗୃହର ବିଚାର କରିବ ଓ ଆମ୍ଭ ପ୍ରାଙ୍ଗଣର ରକ୍ଷକ ହେବ, ଆଉ ନିକଟରେ ଠିଆ ହେବାର ଏହି ବ୍ୟକ୍ତିମାନଙ୍କ ମଧ୍ୟରେ ଆମ୍ଭେ ତୁମ୍ଭକୁ ପ୍ରବେଶର ଓ ପ୍ରସ୍ଥାନର ଅଧିକାର ଦେବା। Viz kapitola |