ଯିଖରୀୟ 4:1 - ପବିତ୍ର ବାଇବଲ1 ତା'ପରେ ମୋ’ ସହିତ ଆଳାପ କରୁଥିବା ସେହି ସ୍ୱର୍ଗଦୂତ ମୋ’ ନିକଟକୁ ଫେରି ଆସିଲେ ଓ ମୋତେ ଜାଗ୍ରତ କରାଇଲେ। ମୁଁ ନିଦ୍ରାରୁ ଉଠିଲା ଲୋକ ପରି ଉଠିଲି। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ଯେଉଁ ଦୂତ ମୋʼ ସଙ୍ଗରେ କଥା କହୁଥିଲେ, ସେ ପୁନର୍ବାର ଆସି ମୋତେ ନିଦ୍ରାରୁ ଜାଗ୍ରତ ମନୁଷ୍ୟର ପ୍ରାୟ ଜଗାଇଲେ। Viz kapitolaଓଡିଆ ବାଇବେଲ1 ଏଉତ୍ତାରେ ଯେଉଁ ଦୂତ ମୋ’ ସଙ୍ଗରେ କଥା କହୁଥିଲେ, ସେ ଆସି ମୋତେ ନିଦ୍ରାରୁ ଉଠିଥିବା ମନୁଷ୍ୟ ପରି ଜଗାଇଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଉତ୍ତାରେ ଯେଉଁ ଦୂତ ମୋʼ ସଙ୍ଗରେ କଥା କହୁଥିଲେ, ସେ ଆସି ମୋତେ ନିଦ୍ରାରୁ ଉଠିଥିବା ମନୁଷ୍ୟ ପରି ଜଗାଇଲେ। Viz kapitola |