ଯିଖରୀୟ 4:7 - ପବିତ୍ର ବାଇବଲ7 ହେ ମହାନ ପର୍ବତ! ତୁମ୍ଭେ କ’ଣ? ଯିରୁବ୍ବାବିଲ ସମ୍ମୁଖରେ ତୁମ୍ଭେ ଗୋଟିଏ ସମତଳଭୂମି ପରି। ‘ପରମେଶ୍ୱରଙ୍କର ଏହା ଉପରେ କୃପା ହେଉ! ଧ୍ୱନି ମଧ୍ୟରେ ସେ କୋଣର ପ୍ରସ୍ତର ଆଣିବ।’” Viz kapitolaପବିତ୍ର ବାଇବଲ (Re-edited) - (BSI)7 ହେ ବୃହତ ପର୍ବତ, ତୁମ୍ଭେ କିଏ? ଯିରୁବ୍ବାବିଲଙ୍କ ସମ୍ମୁଖରେ ତୁମ୍ଭେ ସମଭୂମି ହେବ; ଆଉ, ତହିଁ ପ୍ରତି ଅନୁଗ୍ରହ, ଅନୁଗ୍ରହ, ଏହି ଜୟଧ୍ଵନି କରି ସେ ମସ୍ତକ ସ୍ଵରୂପ ପ୍ରସ୍ତର ବାହାର କରି ଆଣିବ। Viz kapitolaଓଡିଆ ବାଇବେଲ7 “ହେ ବୃହତ ପର୍ବତ, ତୁମ୍ଭେ କିଏ ଯିରୁବ୍ବାବିଲ୍ଙ୍କ ସମ୍ମୁଖରେ ତୁମ୍ଭେ ସମଭୂମି ହେବ ଆଉ, ତହିଁ ପ୍ରତି ଅନୁଗ୍ରହ, ଅନୁଗ୍ରହ, ଏହି ଜୟଧ୍ୱନି କରି ସେ ମସ୍ତକ ସ୍ୱରୂପ ପ୍ରସ୍ତର ବାହାର କରି ଆଣିବ ?” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ହେ ବୃହତ ପର୍ବତ, ତୁମ୍ଭେ କିଏ ଯିରୁବ୍ବାବିଲ୍ଙ୍କ ସମ୍ମୁଖରେ ତୁମ୍ଭେ ସମଭୂମି ହେବ ଆଉ, ତହିଁ ପ୍ରତି ଅନୁଗ୍ରହ, ଅନୁଗ୍ରହ, ଏହି ଜୟଧ୍ୱନି କରି ସେ ମସ୍ତକ ସ୍ୱରୂପ ପ୍ରସ୍ତର ବାହାର କରି ଆଣିବ?” Viz kapitola |