ଯିଖରୀୟ 5:3 - ପବିତ୍ର ବାଇବଲ3 ତା'ପରେ ସେହି ସ୍ୱର୍ଗଦୂତ କହିଲେ, “ଏହି ନଳାକାର ପୁସ୍ତକରେ ଅଭିଶାପ ଅଛି, ଯାହା ସାରା ପୃଥିବୀ ବିରୁଦ୍ଧରେ ଯାଉଛି। ଏହା ଗ୍ଭେର ଏବଂ ମିଥ୍ୟାଶପଥକାରୀ ଦୁଇଜଣଙ୍କୁ ଅଭିଶାପ ଦିଏ, ଯେଉଁମାନେ ଦଣ୍ତିତ ନ ହୋଇ ଖସି ଯାଇଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)3 ତେବେ ସେ ମୋତେ କହିଲେ, ଏହା ସମୁଦାୟ ଦେଶ ଉପରକୁ ବାହାରି ଯିବା ଅଭିଶାପ; କାରଣ ଯେ ପ୍ରତ୍ୟେକ ଲୋକ ଚୋରି କରେ, ସେ ତହିଁର ଏକ ପାର୍ଶ୍ଵ ଅନୁସାରେ ପରିଷ୍କୃତ ହେବ ଓ ଯେ ପ୍ରତ୍ୟେକ ଲୋକ ଶପଥ କରେ, ସେ ତହିଁର ଅନ୍ୟ ପାର୍ଶ୍ଵ ଅନୁସାରେ ପରିଷ୍କୃତ ହେବ। Viz kapitolaଓଡିଆ ବାଇବେଲ3 ତେବେ ସେ ମୋତେ କହିଲେ, “ଏହା ସମୁଦାୟ ଦେଶ ଉପରକୁ ବାହାରି ଯିବା ଅଭିଶାପ; କାରଣ ଯେ ପ୍ରତ୍ୟେକ ଲୋକ ଚୋରି କରେ, ସେ ତହିଁର ଏକ ପାର୍ଶ୍ୱ ଅନୁସାରେ ପରିଷ୍କୃତ ହେବ ଓ ଯେ ପ୍ରତ୍ୟେକ ଲୋକ ଶପଥ କରେ, ସେ ତହିଁର ଅନ୍ୟ ପାର୍ଶ୍ୱ ଅନୁସାରେ ପରିଷ୍କୃତ ହେବ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତେବେ ସେ ମୋତେ କହିଲେ, “ଏହା ସମୁଦାୟ ଦେଶ ଉପରକୁ ବାହାରି ଯିବା ଅଭିଶାପ; କାରଣ ଯେ ପ୍ରତ୍ୟେକ ଲୋକ ଚୋରି କରେ, ସେ ତହିଁର ଏକ ପାର୍ଶ୍ୱ ଅନୁସାରେ ପରିଷ୍କୃତ ହେବ ଓ ଯେ ପ୍ରତ୍ୟେକ ଲୋକ ଶପଥ କରେ, ସେ ତହିଁର ଅନ୍ୟ ପାର୍ଶ୍ୱ ଅନୁସାରେ ପରିଷ୍କୃତ ହେବ। Viz kapitola |