ଯିଖରୀୟ 5:7 - ପବିତ୍ର ବାଇବଲ7 ଗୋଟିଏ ସୀମାର ନିର୍ମିତ ଘୋଡ଼ଣୀ ଟୋକେଇରୁ କଢ଼ାଗଲା। ସେହି ମାପିବାର ଟୋକେଇ ମଧ୍ୟରେ ଗୋଟିଏ ସ୍ତ୍ରୀଲୋକ ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)7 ଆଉ ଦେଖ, ଏକ ମହଣ ପରିମିତ ସୀସା ଉପରକୁ ଉଠାଗଲା; ଆଉ, ସେହି ଐଫା ମଧ୍ୟରେ ଏକ ସ୍ତ୍ରୀ ବସୁଅଛି। Viz kapitolaଓଡିଆ ବାଇବେଲ7 ଆଉ ଦେଖ, ପାତ୍ରର ଠିପି ଉପରକୁ ଉଠାଗଲା ଆଉ, ସେହି ପାତ୍ର ମଧ୍ୟରେ ଏକ ସ୍ତ୍ରୀ ବସିଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଆଉ ଦେଖ, ପାତ୍ରର ଠିପି ଉପରକୁ ଉଠାଗଲା ଆଉ, ସେହି ପାତ୍ର ମଧ୍ୟରେ ଏକ ସ୍ତ୍ରୀ ବସିଅଛି। Viz kapitola |