ଯିଖରୀୟ 5:9 - ପବିତ୍ର ବାଇବଲ9 ତା'ପରେ ମୁଁ ଊର୍ଦ୍ଧ୍ୱକୁ ଦୃଷ୍ଟି କଲି ଏବଂ ସାରସ ପକ୍ଷୀ ପରି ପକ୍ଷୀଥିବା ଦୁଇଟି ନାରୀ ଦେଖିଲି। ସେମାନେ ଉଡ଼ି ଆସିଲେ ଏବଂ ସେମାନଙ୍କ ପକ୍ଷରେ ପବନ ଥିଲା। ସେମାନେ ସେ ମାପିବାର ଟୋକେଇକୁ ଉଠାଇଲେ ପୃଥିବୀ ଓ ସ୍ୱର୍ଗ ମଧ୍ୟରେ ବୋହି ନେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ସେତେବେଳେ ମୁଁ ଆପଣା ଚକ୍ଷୁ ଟେକି ଦେଖିଲି, ଆଉ ଦେଖ, ଦୁଇ ସ୍ତ୍ରୀ ବାହାରି ଆସିଲେ, ଆଉ ସେମାନଙ୍କ ପକ୍ଷପୁଟରେ ବାୟୁ ଥିଲା; ସେମାନଙ୍କର ପକ୍ଷ ଚରଳର ପକ୍ଷ ପରି ଥିଲା, ପୁଣି ସେମାନେ ପୃଥିବୀ ଓ ଆକାଶ ମଧ୍ୟରେ ସେ ଐଫାକୁ ଉଠାଇଲେ। Viz kapitolaଓଡିଆ ବାଇବେଲ9 ସେତେବେଳେ ମୁଁ ଉର୍ଦ୍ଧ୍ୱକୁ ଦୃଷ୍ଟି କଲି, ଆଉ ଦେଖ, ଦୁଇ ସ୍ତ୍ରୀ ବାହାରି ଆସିଲେ, ଆଉ ସେମାନଙ୍କ ପକ୍ଷପୁଟରେ ବାୟୁ ଥିଲା; ସେମାନଙ୍କର ପକ୍ଷ ଚରଳର ପକ୍ଷ ପରି ଥିଲା, ପୁଣି ସେମାନେ ପୃଥିବୀ ଓ ଆକାଶ ମଧ୍ୟରେ ସେ ପାତ୍ରକୁ ଉଠାଇଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ସେତେବେଳେ ମୁଁ ଊର୍ଦ୍ଧ୍ୱକୁ ଦୃଷ୍ଟି କଲି, ଆଉ ଦେଖ, ଦୁଇ ସ୍ତ୍ରୀ ବାହାରି ଆସିଲେ, ଆଉ ସେମାନଙ୍କ ପକ୍ଷପୁଟରେ ବାୟୁ ଥିଲା; ସେମାନଙ୍କର ପକ୍ଷ ଚରଳର ପକ୍ଷ ପରି ଥିଲା, ପୁଣି ସେମାନେ ପୃଥିବୀ ଓ ଆକାଶ ମଧ୍ୟରେ ସେ ପାତ୍ରକୁ ଉଠାଇଲେ। Viz kapitola |