ଯିଖରୀୟ 6:12 - ପବିତ୍ର ବାଇବଲ12 ତା'ପରେ ତାଙ୍କୁ କୁହ, ସର୍ବଶକ୍ତିମାନ ସଦାପ୍ରଭୁ କୁହନ୍ତି, ‘ଜଣେ ବ୍ୟକ୍ତି ଅଛନ୍ତି, ତାଙ୍କ ନାମ ଶାଖା, ସେ ତାଙ୍କ ସ୍ଥାନରୁ ଅଙ୍କୁରିତ ହେବେ ଏବଂ ସେ ସଦାପ୍ରଭୁଙ୍କର ମନ୍ଦିର ନିର୍ମାଣ କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ପୁଣି, ତାଙ୍କୁ କୁହ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଶାଖା ନାମରେ ବିଖ୍ୟାତ ପୁରୁଷଙ୍କୁ ଦେଖ; ସେ ଆପଣା ସ୍ଥାନରୁ ବଢ଼ି ଉଠିବେ ଓ ସେ ସଦାପ୍ରଭୁଙ୍କର ମନ୍ଦିର ନିର୍ମାଣ କରିବେଣ; Viz kapitolaଓଡିଆ ବାଇବେଲ12 ପୁଣି, ତାଙ୍କୁ କୁହ, “ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଶାଖା ନାମରେ ବିଖ୍ୟାତ ପୁରୁଷଙ୍କୁ ଦେଖ ସେ ଆପଣା ସ୍ଥାନରୁ ବଢ଼ି ଉଠିବେ ଓ ସେ ସଦାପ୍ରଭୁଙ୍କର ମନ୍ଦିର ନିର୍ମାଣ କରିବେ!” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ପୁଣି, ତାଙ୍କୁ କୁହ, ‘ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଶାଖା ନାମରେ ବିଖ୍ୟାତ ପୁରୁଷଙ୍କୁ ଦେଖ ସେ ଆପଣା ସ୍ଥାନରୁ ବଢ଼ି ଉଠିବେ ଓ ସେ ସଦାପ୍ରଭୁଙ୍କର ମନ୍ଦିର ନିର୍ମାଣ କରିବେ! Viz kapitola |