ଯିଖରୀୟ 6:13 - ପବିତ୍ର ବାଇବଲ13 ସେ ନିଶ୍ଚିତ ଭାବରେ ସଦାପ୍ରଭୁଙ୍କ ମନ୍ଦିର ନିର୍ମାଣ କରିବେ ଓ ମହିମା ପ୍ରାପ୍ତ ହେବେ। ସେ ମଧ୍ୟ ଆପଣା ସିଂହାସନରେ ବସିବେ ଓ ରାଜତ୍ୱ କରିବେ। ଆଉ ମଧ୍ୟ ଜଣେ ଯାଜକ ତାଙ୍କ ସିଂହାସନରେ ବସି ଯାଜକ ହେବେ। ସେହି ଦୁଇଜଣ ମଧ୍ୟରେ ଶାନ୍ତିର ନେତୃତ୍ୱ ହେବ।’ Viz kapitolaପବିତ୍ର ବାଇବଲ (Re-edited) - (BSI)13 ହଁ, ସେ ସଦାପ୍ରଭୁଙ୍କର ମନ୍ଦିର ନିର୍ମାଣ କରିବେ ଓ ସେ ମହିମାପ୍ରାପ୍ତ ହେବେ, ଆଉ ଆପଣା ସିଂହାସନରେ ବସି ରାଜତ୍ଵ କରିବେ ଓ ସେ ଆପଣା ସିଂହାସନରେ ବସି ଯାଜକ ହେବେ; ଆଉ, ସେ ଉଭୟ ମଧ୍ୟରେ ଶାନ୍ତିର ମନ୍ତ୍ରଣା ହେବ। Viz kapitolaଓଡିଆ ବାଇବେଲ13 ହଁ, ସେ ସଦାପ୍ରଭୁଙ୍କର ମନ୍ଦିର ନିର୍ମାଣ କରିବେ ଓ ସେ ମହିମାପ୍ରାପ୍ତ ହେବେ, ଆଉ ଆପଣା ସିଂହାସନରେ ବସି ରାଜତ୍ୱ କରିବେ ଓ ସେ ଆପଣା ସିଂହାସନରେ ବସି ଯାଜକ ହେବେ; ଆଉ, ସେ ଉଭୟ ମଧ୍ୟରେ ଶାନ୍ତିର ବୁଝାବଣା ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ହଁ, ସେ ସଦାପ୍ରଭୁଙ୍କର ମନ୍ଦିର ନିର୍ମାଣ କରିବେ ଓ ସେ ମହିମାପ୍ରାପ୍ତ ହେବେ, ଆଉ ଆପଣା ସିଂହାସନରେ ବସି ରାଜତ୍ୱ କରିବେ ଓ ସେ ଆପଣା ସିଂହାସନରେ ବସି ଯାଜକ ହେବେ; ଆଉ, ସେ ଉଭୟ ମଧ୍ୟରେ ଶାନ୍ତିର ବୁଝାବଣା ହେବ।’ Viz kapitola |