ଯିଖରୀୟ 6:14 - ପବିତ୍ର ବାଇବଲ14 ସେହି ମୁକୁଟଗୁଡ଼ିକ ସଦାପ୍ରଭୁଙ୍କର ମନ୍ଦିରରେ ସ୍ମାରକପତ୍ର ସ୍ୱରୂପ ହିଲ୍ଦୟ, ଟୋବିୟ, ଯିଦାୟ ଏବଂ ସିଫନିୟରଙ୍କ ପୁତ୍ର ଯୋଶିୟଙ୍କ ସ୍ମରଣାର୍ଥେ ରହିବ।” Viz kapitolaପବିତ୍ର ବାଇବଲ (Re-edited) - (BSI)14 ପୁଣି, ସଦାପ୍ରଭୁଙ୍କ ମନ୍ଦିରରେ ସ୍ମରଣାର୍ଥେ ଏହି ମୁକୁଟମାନ ହେଲେମର ଓ ଟୋବୀୟର ଓ ଯିଦାୟର, ଆଉ ସିଫନୀୟର ପୁତ୍ର ହେନର ନିମନ୍ତେ ରହିବ। Viz kapitolaଓଡିଆ ବାଇବେଲ14 ପୁଣି, ସଦାପ୍ରଭୁଙ୍କ ମନ୍ଦିରରେ ଏହି ମୁକୁଟମାନ ହେଲେମର ଓ ଟୋବୀୟର ଓ ଯିଦୟୀୟର, ଆଉ ସଫନୀୟର ପୁତ୍ର ହେନର ସ୍ମରଣାର୍ଥେ ରହିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ପୁଣି, ସଦାପ୍ରଭୁଙ୍କ ମନ୍ଦିରରେ ଏହି ମୁକୁଟମାନ ହେଲେମର ଓ ଟୋବୀୟର ଓ ଯିଦୟୀୟର, ଆଉ ସଫନୀୟର ପୁତ୍ର ହେନର ସ୍ମରଣାର୍ଥେ ରହିବ। Viz kapitola |