ଯିଖରୀୟ 6:4 - ପବିତ୍ର ବାଇବଲ4 ମୋ’ ସହିତ ଆଳାପ କରୁଥିବା ସ୍ୱର୍ଗଦୂତକୁ ମୁଁ ପଗ୍ଭରିଲି, “ମୋର ମହାଶୟ, ଏଗୁଡ଼ିକର ଅର୍ଥ କ’ଣ?” Viz kapitolaପବିତ୍ର ବାଇବଲ (Re-edited) - (BSI)4 ସେତେବେଳେ ଯେଉଁ ଦୂତ ମୋʼ ସଙ୍ଗେ କଥା କହୁଥିଲେ, ମୁଁ ତାଙ୍କୁ ଉତ୍ତର କରି କହିଲି, ହେ ମୋର ପ୍ରଭୁ, ଏସବୁ କଅଣ? Viz kapitolaଓଡିଆ ବାଇବେଲ4 ସେତେବେଳେ ଯେଉଁ ଦୂତ ମୋ’ ସଙ୍ଗେ କଥା କହୁଥିଲେ, ମୁଁ ତାଙ୍କୁ ଉତ୍ତର କରି କହିଲି, “ହେ ମହାଶୟ, ଏସବୁ କଅଣ ?” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ସେତେବେଳେ ଯେଉଁ ଦୂତ ମୋʼ ସଙ୍ଗେ କଥା କହୁଥିଲେ, ମୁଁ ତାଙ୍କୁ ଉତ୍ତର କରି କହିଲି, “ହେ ମହାଶୟ, ଏସବୁ କଅଣ?” Viz kapitola |