ଯିଖରୀୟ 6:6 - ପବିତ୍ର ବାଇବଲ6 କୃଷ୍ଣବର୍ଣ୍ଣ ଅଶ୍ୱଗୁଡ଼ିକ ଦ୍ୱାରା ଟଣାଯାଉଥିବା ରଥ ଉତ୍ତର ଦିଗର ଦେଶ ଆଡ଼କୁ ଯିବେ, ଲାଲ ଅଶ୍ୱଗୁଡ଼ିକ ଦ୍ୱାରା ଟଣାଯାଉଥିବା ରଥ ପୂର୍ବ ଦିଗର ଦେଶ ଆଡ଼େ, ଧଳା ଘୋଡ଼ାଗୁଡ଼ିକ ଦ୍ୱାରା ଟଣାଯାଉଥିବା ପଶ୍ଚିମ ଦିଗର ଦେଶଆଡ଼େ ଓ ପାଣ୍ତୁର ଅଶ୍ୱଗୁଡ଼ିକ ଦ୍ୱାରା ଟଣାଯାଉଥିବା ରଥ ଦକ୍ଷିଣ ଦିଗର ଦେଶଆଡ଼େ ଯିବେ।” Viz kapitolaପବିତ୍ର ବାଇବଲ (Re-edited) - (BSI)6 ଯେଉଁ ରଥରେ କୃଷ୍ଣବର୍ଣ୍ଣ ଅଶ୍ଵଗଣ ଅଛନ୍ତି, ତାହା ଉତ୍ତର ଦେଶ ଆଡ଼େ ଗମନ କରୁଅଛି; ଶ୍ଵେତବର୍ଣ୍ଣ ଅଶ୍ଵଗଣ ସେମାନଙ୍କ ପଶ୍ଚାଦ୍ଗମନ କଲେ; ଆଉ, ବିନ୍ଦୁଚିତ୍ରିତ ଅଶ୍ଵଗଣ ଦକ୍ଷିଣ ଦେଶ ଆଡ଼େ ଗମନ କଲେ। Viz kapitolaଓଡିଆ ବାଇବେଲ6 ଯେଉଁ ରଥରେ କୃଷ୍ଣବର୍ଣ୍ଣ ଅଶ୍ୱଗଣ ଅଛନ୍ତି, ତାହା ଉତ୍ତର ଦେଶ ଆଡ଼େ ଗମନ କରୁଅଛି; ଶ୍ଵେତବର୍ଣ୍ଣ ଅଶ୍ୱଗଣ ପଶ୍ଚିମ ଦେଶ ଆଡେ ଗଲେ; ଆଉ, ବିନ୍ଦୁଚିତ୍ରିତ ଅଶ୍ୱଗଣ ଦକ୍ଷିଣ ଦେଶ ଆଡ଼େ ଗମନ କଲେ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଯେଉଁ ରଥରେ କୃଷ୍ଣବର୍ଣ୍ଣ ଅଶ୍ୱଗଣ ଅଛନ୍ତି, ତାହା ଉତ୍ତର ଦେଶ ଆଡ଼େ ଗମନ କରୁଅଛି; ଶ୍ଵେତବର୍ଣ୍ଣ ଅଶ୍ୱଗଣ ପଶ୍ଚିମ ଦେଶ ଆଡ଼େ ଗଲେ; ଆଉ, ବିନ୍ଦୁଚିତ୍ରିତ ଅଶ୍ୱଗଣ ଦକ୍ଷିଣ ଦେଶ ଆଡ଼େ ଗମନ କଲେ। Viz kapitola |