Online Bible

- Reklamy -




ଯିଖରୀୟ 6:8 - ପବିତ୍ର ବାଇବଲ

8 ତା'ପରେ ସଦାପ୍ରଭୁ ପାଟିକରି ମୋତେ କହିଲେ, “ଦେଖ, ସେହି ଅଶ୍ୱଗୁଡ଼ିକ ଯେଉଁମାନେ ଉତ୍ତର ଦେଶଆଡ଼କୁ ଯାଇଛନ୍ତି ଆମ୍ଭ ଆତ୍ମାକୁ ସେମାନେ ଉତ୍ତର ଦେଶରେ ସୁସ୍ଥିର କରିଅଛନ୍ତି।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

8 ସେତେବେଳେ ସେ ମୋତେ ଡାକି କହିଲେ, ଦେଖ, ଯେଉଁମାନେ ଉତ୍ତର ଦେଶ ଆଡ଼େ ଗମନ କରୁଅଛନ୍ତି, ସେମାନେ ଉତ୍ତର ଦେଶରେ ଆମ୍ଭର ଆତ୍ମାକୁ ସୁସ୍ଥିର କରିଅଛନ୍ତି।

Viz kapitola kopírovat

ଓଡିଆ ବାଇବେଲ

8 ସେତେବେଳେ ସେ ମୋତେ ଡାକି କହିଲେ, “ଦେଖ, ଯେଉଁମାନେ ଉତ୍ତର ଦେଶ ଆଡ଼େ ଗମନ କରୁଅଛନ୍ତି, ସେମାନେ ଉତ୍ତର ଦେଶରେ ଆମ୍ଭର ଆତ୍ମାଙ୍କ ଇଚ୍ଛାନୁସାରେ କାର୍ଯ୍ୟ କରିଅଛନ୍ତି।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ସେତେବେଳେ ସେ ମୋତେ ଡାକି କହିଲେ, “ଦେଖ, ଯେଉଁମାନେ ଉତ୍ତର ଦେଶ ଆଡ଼େ ଗମନ କରୁଅଛନ୍ତି, ସେମାନେ ଉତ୍ତର ଦେଶରେ ଆମ୍ଭର ଆତ୍ମାଙ୍କ ଇଚ୍ଛାନୁସାରେ କାର୍ଯ୍ୟ କରିଅଛନ୍ତି।”

Viz kapitola kopírovat




ଯିଖରୀୟ 6:8

Následuj nás:

Reklamy


Reklamy