ଯିଖରୀୟ 7:1 - ପବିତ୍ର ବାଇବଲ1 ରାଜା ଦାରିୟାବସଙ୍କ ରାଜତ୍ୱର ଚତୁର୍ଥ ବର୍ଷରେ ସଦାପ୍ରଭୁ ଏହି ବାର୍ତ୍ତା ଯିଖରିୟଙ୍କୁ ପଠାଇଲେ। ଏହା ତାଙ୍କ ରାଜତ୍ୱର ଚତୁର୍ଥ ବର୍ଷର କିଷ୍ଲେବ ନାମକ ନବମ ମାସର ଚତୁର୍ଥ ଦିବସ ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)1 ପୁଣି, ଦାରୀୟାବସ୍ ରାଜାର ଅଧିକାରର ଚତୁର୍ଥ ବର୍ଷରେ,କିଷ୍ଲେବ ନାମକ ନବମ ମାସର ଚତୁର୍ଥ ଦିନରେ ଯିଖରୀୟଙ୍କ ନିକଟରେ ସଦାପ୍ରଭୁଙ୍କର ବାକ୍ୟ ଉପସ୍ଥିତ ହେଲା। Viz kapitolaଓଡିଆ ବାଇବେଲ1 ପୁଣି, ଦାରୀୟାବସ ରାଜାର ରାଜତ୍ୱର ଚତୁର୍ଥ ବର୍ଷରେ,କିଷ୍ଲେବ ନାମକ ନବମ ମାସର ଚତୁର୍ଥ ଦିନରେ ଯିଖରୀୟଙ୍କ ନିକଟରେ ସଦାପ୍ରଭୁଙ୍କର ବାକ୍ୟ ଉପସ୍ଥିତ ହେଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ପୁଣି, ଦାରୀୟାବସ ରାଜାର ରାଜତ୍ଵର ଚତୁର୍ଥ ବର୍ଷରେ, କିଶ୍ଲେବ୍ ନାମକ ନବମ ମାସର ଚତୁର୍ଥ ଦିନରେ ଯିଖରୀୟଙ୍କ ନିକଟରେ ସଦାପ୍ରଭୁଙ୍କର ବାକ୍ୟ ଉପସ୍ଥିତ ହେଲା। Viz kapitola |