ଯିଖରୀୟ 7:12 - ପବିତ୍ର ବାଇବଲ12 ସେମାନେ ଜିଦ୍ଖୋର ଏବଂ ସର୍ବଶକ୍ତିମାନ ସଦାପ୍ରଭୁ ତାଙ୍କ ପୂର୍ବରୁ ଭବିଷ୍ୟଦ୍ବକ୍ତାଙ୍କ ମାଧ୍ୟମରେ ପଠାଇଥିବା ନିର୍ଦ୍ଦେଶ ମାନିବାକୁ ମନା କଲେ। ତେଣୁ ସର୍ବଶକ୍ତିମାନ ସଦାପ୍ରଭୁ ବିଶେଷ କ୍ରୋଧାନ୍ୱିତ ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ହଁ, ସେମାନେ ଯେପରି ବ୍ୟବସ୍ଥା ଓ ସୈନ୍ୟାଧିପତି ସଦାପ୍ରଭୁ ଆପଣା ଆତ୍ମା ଦ୍ଵାରା ପୂର୍ବକାଳର ଭବିଷ୍ୟଦ୍-ବକ୍ତାଗଣର ହସ୍ତରେ ଯେଉଁ ଯେଉଁ ବାକ୍ୟ କହି ପଠାଇଲେ, ତାହା ଯେପରି ନ ଶୁଣିବେ, ଏଥିପାଇଁ ସେମାନେ ଆପଣା ଆପଣା ଅନ୍ତଃକରଣ ହୀରକ ପ୍ରସ୍ତର ତୁଲ୍ୟ କଠିନ କଲେ। ଏଥି ସକାଶୁ ସୈନ୍ୟାଧିପତି ସଦାପ୍ରଭୁଙ୍କ ନିକଟରୁ ମହାକୋପ ଉପସ୍ଥିତ ହେଲା। Viz kapitolaଓଡିଆ ବାଇବେଲ12 ହଁ, ସେମାନେ ଯେପରି ବ୍ୟବସ୍ଥା ଓ ସୈନ୍ୟାଧିପତି ସଦାପ୍ରଭୁ ଆପଣା ଆତ୍ମା ଦ୍ୱାରା ପୂର୍ବକାଳର ଭବିଷ୍ୟଦ୍ବକ୍ତାଗଣର ହସ୍ତରେ ଯେଉଁ ଯେଉଁ ବାକ୍ୟ କହି ପଠାଇଲେ, ତାହା ଯେପରି ନ ଶୁଣିବେ, ଏଥିପାଇଁ ସେମାନେ ଆପଣା ଆପଣା ଅନ୍ତଃକରଣ ହୀରକ ପ୍ରସ୍ତର ତୁଲ୍ୟ କଠିନ କଲେ। ଏଥିସକାଶୁ ସୈନ୍ୟାଧିପତି ସଦାପ୍ରଭୁଙ୍କ ନିକଟରୁ ମହାକୋପ ଉପସ୍ଥିତ ହେଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ହଁ, ସେମାନେ ଯେପରି ବ୍ୟବସ୍ଥା ଓ ସୈନ୍ୟାଧିପତି ସଦାପ୍ରଭୁ ଆପଣା ଆତ୍ମା ଦ୍ୱାରା ପୂର୍ବକାଳର ଭବିଷ୍ୟଦ୍ବକ୍ତାଗଣର ହସ୍ତରେ ଯେଉଁ ଯେଉଁ ବାକ୍ୟ କହି ପଠାଇଲେ, ତାହା ଯେପରି ନ ଶୁଣିବେ, ଏଥିପାଇଁ ସେମାନେ ଆପଣା ଆପଣା ଅନ୍ତଃକରଣ ହୀରକ ପ୍ରସ୍ତର ତୁଲ୍ୟ କଠିନ କଲେ। ଏଥିସକାଶୁ ସୈନ୍ୟାଧିପତି ସଦାପ୍ରଭୁଙ୍କ ନିକଟରୁ ମହାକୋପ ଉପସ୍ଥିତ ହେଲା। Viz kapitola |