ଯିଖରୀୟ 7:13 - ପବିତ୍ର ବାଇବଲ13 ଯେତେବେଳେ ସେମାନଙ୍କୁ ସେ ଡାକିଲେ, “ସେମାନେ ଶୁଣିଲେ ନାହିଁ। ସେଥିପାଇଁ ସେମାନେ ଯେତେବେଳେ ଆମ୍ଭକୁ ଡାକିବେ ଆମ୍ଭେ ମଧ୍ୟ ଶୁଣିବା ନାହିଁ। ସର୍ବଶକ୍ତିମାନ ସଦାପ୍ରଭୁ ଏହିକଥା କହନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)13 ପୁଣି, ସେ ଡାକିବା ବେଳେ ସେମାନେ ଯେପରି ଶୁଣିଲେ ନାହିଁ; ତଦନୁସାରେ ସେମାନେ ଡାକିବେ, ମାତ୍ର ସୈନ୍ୟାଧିପତି ସଦାପ୍ରଭୁ କହିଲେ, ଆମ୍ଭେ ଶୁଣିବା ନାହିଁ, Viz kapitolaଓଡିଆ ବାଇବେଲ13 ପୁଣି, ସୈନ୍ୟାଧିପତି ସଦାପ୍ରଭୁ କହିଲେ, “ମୁଁ ଡାକିବା ବେଳେ ସେମାନେ ଯେପରି ଶୁଣିଲେ ନାହିଁ; ତଦନୁସାରେ ସେମାନେ ଡାକିବେ, ମାତ୍ର ଆମ୍ଭେ ଶୁଣିବା ନାହିଁ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ପୁଣି, ସୈନ୍ୟାଧିପତି ସଦାପ୍ରଭୁ କହିଲେ, “ମୁଁ ଡାକିବା ବେଳେ ସେମାନେ ଯେପରି ଶୁଣିଲେ ନାହିଁ; ତଦନୁସାରେ ସେମାନେ ଡାକିବେ, ମାତ୍ର ଆମ୍ଭେ ଶୁଣିବା ନାହିଁ, Viz kapitola |