ଯିଖରୀୟ 7:3 - ପବିତ୍ର ବାଇବଲ3 ସର୍ବଶକ୍ତିମାନ୍ ସଦାପ୍ରଭୁଙ୍କର ମନ୍ଦିରର ଯାଜକମାନଙ୍କୁ ଓ ଭବିଷ୍ୟଦ୍ବକ୍ତାମାନଙ୍କୁ ପଗ୍ଭରିବାକୁ ସେମାନେ ପଠାଇଲେ, “ଆମ୍ଭେ କ’ଣ ପଞ୍ଚମ ମାସରେ ବିଳାପ ଓ ଉପବାସ ଗ୍ଭଲୁ ରଖିବା, ଯେପରିକି ଅନେକ ବର୍ଷ ଧରି କରି ଆସିଅଛୁ? ପଞ୍ଚମ ମାସରେ ଆମ୍ଭେମାନେ ବିଶେଷ ବିଳାପ ଓ ଉପବାସ ପାଳନ କରୁ। ଆମ୍ଭେ ଏହି ପାଳନ କରିବା କାର୍ଯ୍ୟ ଗ୍ଭଲୁ ରଖିବା ଉଚିତ୍ କି?” Viz kapitolaପବିତ୍ର ବାଇବଲ (Re-edited) - (BSI)3 ଯଥା, ମୁଁ ଏତେ ବର୍ଷଯାଏ ଯେପରି କରି ଆସିଅଛି, ସେପରି ମୁଁ କି ପଞ୍ଚମ ମାସରେ ଆପଣାକୁ ପୃଥକ୍ କରି ବିଳାପ କରିବି? Viz kapitolaଓଡିଆ ବାଇବେଲ3 ଓ ସୈନ୍ୟାଧିପତି ସଦାପ୍ରଭୁଙ୍କ ଗୃହର ଯାଜକମାନଙ୍କୁ ଓ ଭବିଷ୍ୟଦ୍ବକ୍ତାମାନଙ୍କୁ ଏହି କଥା ପଚାରିଲେ, ସେମାନେ କହିଲେ, “ମୁଁ ଏତେ ବର୍ଷଯାଏ ଯେପରି କରି ଆସିଅଛି, ସେପରି ମୁଁ କି ପଞ୍ଚମ ମାସରେ ଆପଣାକୁ ଉପବାସ କରି ବିଳାପ କରିବି ?” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଓ ସୈନ୍ୟାଧିପତି ସଦାପ୍ରଭୁଙ୍କ ଗୃହର ଯାଜକମାନଙ୍କୁ ଓ ଭବିଷ୍ୟଦ୍ବକ୍ତାମାନଙ୍କୁ ଏହି କଥା ପଚାରିଲେ, ସେମାନେ କହିଲେ, “ମୁଁ ଏତେ ବର୍ଷ ଯାଏ ଯେପରି କରି ଆସିଅଛି, ସେପରି ମୁଁ କି ପଞ୍ଚମ ମାସରେ ଆପଣାକୁ ଉପବାସ କରି ବିଳାପ କରିବି?” Viz kapitola |