ଯିଖରୀୟ 7:7 - ପବିତ୍ର ବାଇବଲ7 ଏହିଗୁଡ଼ିକ କ’ଣ ସେହି ବାକ୍ୟଗୁଡ଼ିକ ନୁହେଁ? ଯାହା ସଦାପ୍ରଭୁ ପୂର୍ବ ଭବିଷ୍ୟଦ୍ବକ୍ତାମାନଙ୍କ ମାଧ୍ୟମରେ କହିଥିଲେ? ସେ ଏ କଥା କହିଥିଲେ ଯେତେବେଳେ ଯିରୁଶାଲମ ବସତି ବହୁଳ ଓ ସମୃଦ୍ଧିଶାଳୀ ଥିଲା। ଏବଂ ତା'ର ଚତୁର୍ଦ୍ଦିଗର ନଗରଗୁଡ଼ିକ ନେଗେଭ ଏବଂ ସିଫେଲା ବସତି ବହୁଳ ଥିଲା।’” Viz kapitolaପବିତ୍ର ବାଇବଲ (Re-edited) - (BSI)7 ଯିରୂଶାଲମ ବସତିବିଶିଷ୍ଟ ଓ ସମୃଦ୍ଧ ଅବସ୍ଥାରେ ଥିବା ବେଳେ, ପୁଣି ତହିଁର ଚତୁର୍ଦ୍ଦିଗସ୍ଥ ନଗରସକଳ, ଆଉ ଦକ୍ଷିଣ ଦେଶ ଓ ନିମ୍ନଭୂମି ବସତିବିଶିଷ୍ଟ ଥିବା ବେଳେ ସଦାପ୍ରଭୁ ପୂର୍ବକାଳର ଭବିଷ୍ୟଦ୍ବକ୍ତାଗଣଙ୍କ ଦ୍ଵାରା ଯେଉଁସକଳ ବାକ୍ୟ ପ୍ରଚାର କରାଇଅଛନ୍ତି, ତାହା କି ତୁମ୍ଭମାନଙ୍କର ଶୁଣିବାର ଉଚିତ ନୁହେଁ? Viz kapitolaଓଡିଆ ବାଇବେଲ7 ଯିରୂଶାଲମ ବସତିବିଶିଷ୍ଟ ଓ ସମୃଦ୍ଧ ଅବସ୍ଥାରେ ଥିବା ବେଳେ, ପୁଣି ତହିଁର ଚତୁର୍ଦ୍ଦିଗସ୍ଥ ନଗରସକଳ, ଆଉ ଦକ୍ଷିଣ ଦେଶ ଓ ନିମ୍ନଭୂମି ବସତିବିଶିଷ୍ଟ ଥିବା ବେଳେ ସଦାପ୍ରଭୁ ପୂର୍ବକାଳର ଭବିଷ୍ୟଦ୍ବକ୍ତାଗଣଙ୍କ ଦ୍ୱାରା ଯେଉଁ ସକଳ ବାକ୍ୟ ପ୍ରଚାର କରାଇଅଛନ୍ତି, ତାହା କି ତୁମ୍ଭମାନଙ୍କର ଶୁଣିବାର ଉଚିତ୍ ନୁହେଁ ?” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଯିରୂଶାଲମ ବସତିବିଶିଷ୍ଟ ଓ ସମୃଦ୍ଧ ଅବସ୍ଥାରେ ଥିବା ବେଳେ, ପୁଣି ତହିଁର ଚତୁର୍ଦ୍ଦିଗସ୍ଥ ନଗରସକଳ, ଆଉ ଦକ୍ଷିଣ ଦେଶ ଓ ନିମ୍ନଭୂମି ବସତିବିଶିଷ୍ଟ ଥିବା ବେଳେ ସଦାପ୍ରଭୁ ପୂର୍ବକାଳର ଭବିଷ୍ୟଦ୍ବକ୍ତାଗଣଙ୍କ ଦ୍ୱାରା ଯେଉଁ ସକଳ ବାକ୍ୟ ପ୍ରଚାର କରାଇଅଛନ୍ତି, ତାହା କି ତୁମ୍ଭମାନଙ୍କର ଶୁଣିବାର ଉଚିତ ନୁହେଁ?” Viz kapitola |