ଯିଖରୀୟ 8:13 - ପବିତ୍ର ବାଇବଲ13 ହେ ଯିହୁଦା ଓ ଇସ୍ରାଏଲ, ଠିକ୍ ଯେପରି ତୁମ୍ଭେମାନେ ଦେଶ ମଧ୍ୟରେ ଏକ ଅଭିଶାପ ଥିଲ ଆମ୍ଭେ ମଧ୍ୟ ତୁମ୍ଭମାନଙ୍କୁ ଆଶୀର୍ବାଦ କରିବା। ସେଥିପାଇଁ ଭୟଭୀତ ହୁଅ ନାହିଁ! ସବଳ ହୁଅ।” Viz kapitolaପବିତ୍ର ବାଇବଲ (Re-edited) - (BSI)13 ପୁଣି, ହେ ଯିହୁଦା-ବଂଶ ଓ ଇସ୍ରାଏଲ-ବଂଶ, ତୁମ୍ଭେମାନେ ନାନା ଗୋଷ୍ଠୀ ମଧ୍ୟରେ ଯେପରି ଅଭିଶାପ ସ୍ଵରୂପ ହୋଇଥିଲ, ସେପରି ଆମ୍ଭେ ତୁମ୍ଭମାନଙ୍କୁ ଉଦ୍ଧାର କରିବା ଓ ତୁମ୍ଭେମାନେ ଆଶୀର୍ବାଦ ସ୍ଵରୂପ ହେବ; ଭୟ କର ନାହିଁ, ମାତ୍ର ତୁମ୍ଭମାନଙ୍କର ହସ୍ତ ସବଳ ହେଉ। Viz kapitolaଓଡିଆ ବାଇବେଲ13 ପୁଣି, ହେ ଯିହୁଦା-ବଂଶ ଓ ଇସ୍ରାଏଲ-ବଂଶ, ତୁମ୍ଭେମାନେ ନାନା ଗୋଷ୍ଠୀ ମଧ୍ୟରେ ଯେପରି ଅଭିଶାପ ସ୍ୱରୂପ ହୋଇଥିଲ, ସେପରି ଆମ୍ଭେ ତୁମ୍ଭମାନଙ୍କୁ ଉଦ୍ଧାର କରିବା ଓ ତୁମ୍ଭେମାନେ ଆଶୀର୍ବାଦ ସ୍ୱରୂପ ହେବ। ଭୟ କର ନାହିଁ, ମାତ୍ର ତୁମ୍ଭମାନଙ୍କର ହସ୍ତ ସବଳ ହେଉ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ପୁଣି, ହେ ଯିହୁଦା ବଂଶ ଓ ଇସ୍ରାଏଲ ବଂଶ, ତୁମ୍ଭେମାନେ ନାନା ଗୋଷ୍ଠୀ ମଧ୍ୟରେ ଯେପରି ଅଭିଶାପ ସ୍ୱରୂପ ହୋଇଥିଲ, ସେପରି ଆମ୍ଭେ ତୁମ୍ଭମାନଙ୍କୁ ଉଦ୍ଧାର କରିବା ଓ ତୁମ୍ଭେମାନେ ଆଶୀର୍ବାଦ ସ୍ୱରୂପ ହେବ। ଭୟ କର ନାହିଁ, ମାତ୍ର ତୁମ୍ଭମାନଙ୍କର ହସ୍ତ ସବଳ ହେଉ।” Viz kapitola |