ଯିଖରୀୟ 8:17 - ପବିତ୍ର ବାଇବଲ17 ତୁମ୍ଭର ପ୍ରତିବାସୀର କ୍ଷତି କରିବାକୁ ତୁମ୍ଭ ହୃଦୟରେ କୌଣସି ମନ୍ତ୍ରଣା କର ନାହିଁ। ମିଥ୍ୟା ଶପଥ କରିବାକୁ ଭଲ ପାଅ ନାହିଁ। କାରଣ ଆମ୍ଭେ ସେହିସବୁକୁ ଘୃଣା କରୁ।” ସଦାପ୍ରଭୁ ଏହିସବୁ କହିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)17 ପୁଣି, ତୁମ୍ଭମାନଙ୍କର କେହି ମନେ ମନେ ଆପଣା ପ୍ରତିବାସୀର ବିରୁଦ୍ଧରେ ଅନିଷ୍ଟ ଚିନ୍ତା ନ କରୁ; କୌଣସି ମିଥ୍ୟା ଶପଥ ଭଲ ପାଅ ନାହିଁ; କାରଣ ଏହିସବୁ ବିଷୟକୁ ଆମ୍ଭେ ଘୃଣା କରୁ, ଏହା ସଦାପ୍ରଭୁ କହନ୍ତି। Viz kapitolaଓଡିଆ ବାଇବେଲ17 ପୁଣି, ତୁମ୍ଭମାନଙ୍କର କେହି ମନେ ମନେ ଆପଣା ପ୍ରତିବାସୀର ବିରୁଦ୍ଧରେ ଅନିଷ୍ଟ ଚିନ୍ତା ନ କରୁ; କୌଣସି ମିଥ୍ୟା ଶପଥ ଭଲ ପାଅ ନାହିଁ; କାରଣ ଏହିସବୁ ବିଷୟକୁ ଆମ୍ଭେ ଘୃଣା କରୁ, ଏହା ସଦାପ୍ରଭୁ କହନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ପୁଣି, ତୁମ୍ଭମାନଙ୍କର କେହି ମନେ ମନେ ଆପଣା ପ୍ରତିବାସୀର ବିରୁଦ୍ଧରେ ଅନିଷ୍ଟ ଚିନ୍ତା ନ କରୁ; କୌଣସି ମିଥ୍ୟା ଶପଥ ଭଲ ପାଅ ନାହିଁ; କାରଣ ଏହିସବୁ ବିଷୟକୁ ଆମ୍ଭେ ଘୃଣା କରୁ, ଏହା ସଦାପ୍ରଭୁ କହନ୍ତି।” Viz kapitola |