Online Bible

- Reklamy -

ଯିଖରୀୟ 8:22 - ପବିତ୍ର ବାଇବଲ

22 ବହୁଲୋକ ଓ ଶକ୍ତିଶାଳୀ ଗୋଷ୍ଠୀ ସର୍ବଶକ୍ତିମାନ୍ ସଦାପ୍ରଭୁଙ୍କର ଅନୁସରଣ କରିବା ପାଇଁ ଏବଂ ତାଙ୍କ ଅନୁଗ୍ରହ ପାଇବା ପାଇଁ ଯିରୁଶାଲମକୁ ଆସିବେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

22 ହଁ, ଅନେକ ଦେଶର ଲୋକେ ଓ ବଳବାନ ଗୋଷ୍ଠୀଗଣ ଯିରୂଶାଲମରେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଅନ୍ଵେଷଣ କରିବା ପାଇଁ ଓ ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାର୍ଥନା କରିବା ପାଇଁ ଆସିବେ।

Viz kapitola kopírovat

ଓଡିଆ ବାଇବେଲ

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ହଁ, ଅନେକ ଦେଶର ଲୋକେ ଓ ବଳବାନ ଗୋଷ୍ଠୀଗଣ ଯିରୂଶାଲମରେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଅନ୍ଵେଷଣ କରିବା ପାଇଁ ଓ ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାର୍ଥନା କରିବା ପାଇଁ ଆସିବେ।

Viz kapitola kopírovat

ଯିଖରୀୟ 8:22

Následuj nás:

Reklamy

Reklamy