ଯିଖରୀୟ 8:7 - ପବିତ୍ର ବାଇବଲ7 ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, “ଦେଖ, ଆମ୍ଭେ ପୂର୍ବ ଓ ପଶ୍ଚିମ ଦେଶରୁ ଆମ୍ଭର ଲୋକମାନଙ୍କୁ ମୁକ୍ତ କରିବା। Viz kapitolaପବିତ୍ର ବାଇବଲ (Re-edited) - (BSI)7 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ଆପଣା ଲୋକମାନଙ୍କୁ ପୂର୍ବ ଦେଶରୁ ଓ ପଶ୍ଚିମ ଦେଶରୁ ଉଦ୍ଧାର କରିବା ; Viz kapitolaଓଡିଆ ବାଇବେଲ7 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ‘ଦେଖ, ଯେ ଆପଣା ଲୋକମାନଙ୍କୁ ପୂର୍ବ ଦେଶରୁ ଓ ପଶ୍ଚିମ ଦେଶରୁ ଉଦ୍ଧାର କରନ୍ତି ! Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଯେ ଆପଣା ଲୋକମାନଙ୍କୁ ପୂର୍ବ ଦେଶରୁ ଓ ପଶ୍ଚିମ ଦେଶରୁ ଉଦ୍ଧାର କରନ୍ତି! Viz kapitola |