ଯିଖରୀୟ 8:8 - ପବିତ୍ର ବାଇବଲ8 ଆମ୍ଭେ ସେମାନଙ୍କୁ ଏଠାକୁ ଫେରାଇ ଆଣିବା ଏବଂ ସେମାନେ ଯିରୁଶାଲମ ମଧ୍ୟରେ ବାସ କରିବେ। ସେମାନେ ଆମ୍ଭର ଲୋକ ହେବେ ଏବଂ ଆମ୍ଭେ ସେମାନଙ୍କର ବିଶ୍ୱସ୍ଥ ଏବଂ ନ୍ୟାୟବାନ୍ ପରମେଶ୍ୱର ହେବା।” Viz kapitolaପବିତ୍ର ବାଇବଲ (Re-edited) - (BSI)8 ପୁଣି, ଆମ୍ଭେ ସେମାନଙ୍କୁ ଆଣିବା, ତହିଁରେ ସେମାନେ ଯିରୂଶାଲମ ମଧ୍ୟରେ ବାସ କରିବେ; ଆଉ, ସେମାନେ ସତ୍ୟ ଓ ଧାର୍ମିକତାରେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ଵର ହେବା। Viz kapitolaଓଡିଆ ବାଇବେଲ8 ପୁଣି, ଆମ୍ଭେ ସେମାନଙ୍କୁ ଆଣିବା, ତହିଁରେ ସେମାନେ ଯିରୂଶାଲମ ମଧ୍ୟରେ ବାସ କରିବେ; ଆଉ, ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସତ୍ୟ ଓ ଧାର୍ମିକତାରେ ସେମାନଙ୍କର ପରମେଶ୍ୱର ହେବା।’” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ପୁଣି, ଆମ୍ଭେ ସେମାନଙ୍କୁ ଆଣିବା, ତହିଁରେ ସେମାନେ ଯିରୂଶାଲମ ମଧ୍ୟରେ ବାସ କରିବେ; ଆଉ, ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସତ୍ୟ ଓ ଧାର୍ମିକତାରେ ସେମାନଙ୍କର ପରମେଶ୍ୱର ହେବା।” Viz kapitola |