Online Bible

- Reklamy -




ଯିଖରୀୟ 9:10 - ପବିତ୍ର ବାଇବଲ

10 ଆମ୍ଭେ ଇଫ୍ରୟିମଠାରୁ ରଥକୁ କାଢ଼ି ନେବା, ଯିରୁଶାଲମଠାରୁ ଅଶ୍ୱ ଯୁଦ୍ଧରେ ବ୍ୟବହୃତ ଧନୁ କାଢ଼ି ନିଆଯିବ। ସେହି ରାଜା ଗୋଷ୍ଠୀଗଣଙ୍କ ନିକଟକୁ ଶାନ୍ତିର ସନ୍ଦେଶ ଆଣିବେ। ତାଙ୍କର ରାଜ୍ୟ ଏକ ସମୁଦ୍ରଠାରୁ ଅନ୍ୟ ସମୁଦ୍ର ପର୍ଯ୍ୟନ୍ତ ଓ ଫରାତ୍ ନଦୀଠାରୁ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ବିସ୍ତୁତ ହେବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

10 ପୁଣି, ଆମ୍ଭେ ଇଫ୍ରୟିମରୁ ରଥ ଓ ଯିରୂଶାଲମରୁ ଅଶ୍ଵ ଉଚ୍ଛିନ୍ନ କରିବା ଓ ଯୁଦ୍ଧ-ଧନୁ ଉଚ୍ଛିନ୍ନ ହେବ; ଆଉ, ସେ ଗୋଷ୍ଠୀଗଣକୁ ଶାନ୍ତିର କଥା କହିବେ ଓ ତାହାଙ୍କର ରାଜ୍ୟ ଏକ ସମୁଦ୍ରଠାରୁ ଅନ୍ୟ ସମୁଦ୍ର ପର୍ଯ୍ୟନ୍ତ ଓ ନଦୀଠାରୁ ପୃଥିବୀର ପ୍ରା; ପର୍ଯ୍ୟନ୍ତ ହେବ।

Viz kapitola kopírovat

ଓଡିଆ ବାଇବେଲ

10 ପୁଣି, ଆମ୍ଭେ ଇଫ୍ରୟିମରୁ ରଥ ଓ ଯିରୂଶାଲମରୁ ଅଶ୍ୱ ଉଚ୍ଛିନ୍ନ କରିବା ଓ ଯୁଦ୍ଧ-ଧନୁ ଉଚ୍ଛିନ୍ନ ହେବ; ଆଉ, ସେ ଗୋଷ୍ଠୀଗଣକୁ ଶାନ୍ତିର କଥା କହିବେ ଓ ତାହାଙ୍କର ରାଜ୍ୟ ଏକ ସମୁଦ୍ରଠାରୁ ଅନ୍ୟ ସମୁଦ୍ର ପର୍ଯ୍ୟନ୍ତ ଓ ନଦୀଠାରୁ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ହେବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ପୁଣି, ଆମ୍ଭେ ଇଫ୍ରୟିମରୁ ରଥ ଓ ଯିରୂଶାଲମରୁ ଅଶ୍ୱ ଉଚ୍ଛିନ୍ନ କରିବା ଓ ଯୁଦ୍ଧ-ଧନୁ ଉଚ୍ଛିନ୍ନ ହେବ; ଆଉ, ସେ ଗୋଷ୍ଠୀଗଣକୁ ଶାନ୍ତିର କଥା କହିବେ ଓ ତାହାଙ୍କର ରାଜ୍ୟ ଏକ ସମୁଦ୍ରଠାରୁ ଅନ୍ୟ ସମୁଦ୍ର ପର୍ଯ୍ୟନ୍ତ ଓ ନଦୀଠାରୁ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ହେବ।

Viz kapitola kopírovat




ଯିଖରୀୟ 9:10

Následuj nás:

Reklamy


Reklamy