ଯିଖରୀୟ 9:12 - ପବିତ୍ର ବାଇବଲ12 ହେ ବନ୍ଦୀଗଣ, ତୁମ୍ଭମାନଙ୍କର ଦୁର୍ଗକୁ ଫେରିଯାଅ। ବର୍ତ୍ତମାନ ତୁମ୍ଭର ଭରସା ଅଛି। ଆଜି ଆମ୍ଭେ ଘୋଷଣା କରୁଛୁ ଯେ, ଆମ୍ଭେ ତୁମ୍ଭଙ୍କୁ ଦ୍ୱିଗୁଣ ଫେରାଇ ଦେବା। Viz kapitolaପବିତ୍ର ବାଇବଲ (Re-edited) - (BSI)12 ହେ ଭରସାଯୁକ୍ତ ବନ୍ଦୀମାନେ, ତୁମ୍ଭେମାନେ ଦୃଢ଼ ଗଡ଼ ଆଡ଼େ ଫେରି ଆସ; ଆମ୍ଭେ ତୁମ୍ଭକୁ ଦୁଇ ଗୁଣ ମଙ୍ଗଳ ଦେବା ବୋଲି ଆଜି ପ୍ରକାଶ କରୁଅଛୁ। Viz kapitolaଓଡିଆ ବାଇବେଲ12 ହେ ଭରସାଯୁକ୍ତ ବନ୍ଦୀମାନେ, ତୁମ୍ଭେମାନେ ଦୃଢ଼ ଗଡ଼ ଆଡ଼େ ଫେରି ଆସ; ଆମ୍ଭେ ତୁମ୍ଭକୁ ଦୁଇ ଗୁଣ ମଙ୍ଗଳ ଦେବା ବୋଲି ଆଜି ପ୍ରକାଶ କରୁଅଛୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ହେ ଭରସାଯୁକ୍ତ ବନ୍ଦୀମାନେ, ତୁମ୍ଭେମାନେ ଦୃଢ଼ ଗଡ଼ ଆଡ଼େ ଫେରି ଆସ; ଆମ୍ଭେ ତୁମ୍ଭକୁ ଦୁଇଗୁଣ ମଙ୍ଗଳ ଦେବା ବୋଲି ଆଜି ପ୍ରକାଶ କରୁଅଛୁ। Viz kapitola |