Online Bible

- Reklamy -




ଯିଖରୀୟ 9:14 - ପବିତ୍ର ବାଇବଲ

14 ସଦାପ୍ରଭୁ ତାଙ୍କ ସମ୍ମୁଖରେ ଉପସ୍ଥିତ ହେବେ। ବିଦ୍ୟୁତ୍ ସଦୃଶ ତାଙ୍କର ଶର ଯିବ। ସଦାପ୍ରଭୁ ପରମେଶ୍ୱର ତୂରୀ ବଜାଇବେ ଏବଂ ସେ ଦକ୍ଷିଣ ଆଡ଼ୁ ଝଡ଼ପରି ଅଗ୍ରସର ହେବେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

14 ପୁଣି, ସଦାପ୍ରଭୁ ସେମାନଙ୍କ ଊର୍ଦ୍ଧ୍ଵରେ ଦେଖା ଯିବେ ଓ ତାହାଙ୍କର ତୀର ବିଜୁଳି ପରି ବାହାର ହେବ; ଆଉ, ପ୍ରଭୁ ସଦାପ୍ରଭୁ ତୂରୀ ବଜାଇବେ ଓ ଦକ୍ଷିଣ ଦିଗର ଘୂର୍ଣ୍ଣିବାୟୁରେ ଗମନ କରିବେ।

Viz kapitola kopírovat

ଓଡିଆ ବାଇବେଲ

14 ପୁଣି, ସଦାପ୍ରଭୁ ସେମାନଙ୍କୁ ଉର୍ଦ୍ଧ୍ୱରୁ ଦେଖା ଯିବେ ଓ ତାହାଙ୍କର ତୀର ବିଜୁଳି ପରି ବାହାର ହେବ; ଆଉ, ପ୍ରଭୁ ସଦାପ୍ରଭୁ ତୂରୀ ବଜାଇବେ ଓ ଦକ୍ଷିଣ ଦିଗର ଘୂର୍ଣ୍ଣିବାୟୁରେ ଗମନ କରିବେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ପୁଣି, ସଦାପ୍ରଭୁ ସେମାନଙ୍କୁ ଊର୍ଦ୍ଧ୍ୱରୁ ଦେଖାଯିବେ ଓ ତାହାଙ୍କର ତୀର ବିଜୁଳି ପରି ବାହାର ହେବ; ଆଉ, ପ୍ରଭୁ ସଦାପ୍ରଭୁ ତୂରୀ ବଜାଇବେ ଓ ଦକ୍ଷିଣ ଦିଗର ଘୂର୍ଣ୍ଣିବାୟୁରେ ଗମନ କରିବେ।

Viz kapitola kopírovat




ଯିଖରୀୟ 9:14

Následuj nás:

Reklamy


Reklamy