ସିଫନୀୟ 1:17 - ପବିତ୍ର ବାଇବଲ17 ସଦାପ୍ରଭୁ କହିଲେ, “ସେହି ସମୟରେ ଆମ୍ଭେ ଲୋକମାନଙ୍କୁ ସମସ୍ୟା ଘଟାଇବା। ଲୋକମାନେ ଅନ୍ଧଭଳି ଗ୍ଭଲିବେ, ଏହା କାହିଁକି ଘଟିବ? କାରଣ ସେହି ଲୋକମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଛନ୍ତି। ସେମାନଙ୍କର ମୃତ ଶରୀର ଭୂମି ଉପରେ ଗୋବର ପରି ପଡ଼ି ରହିବ। Viz kapitolaପବିତ୍ର ବାଇବଲ (Re-edited) - (BSI)17 ପୁଣି, ଆମ୍ଭେ ମନୁଷ୍ୟମାନଙ୍କ ଉପରେ ଦୁଃଖ ଘଟାଇବା, ତହିଁରେ ସେମାନେ ଅନ୍ଧଲୋକ ପରି ବୁଲିବେ, କାରଣ ସେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛନ୍ତି; ଆଉ, ସେମାନଙ୍କର ରକ୍ତ ଧୂଳି ପରି ଓ ସେମାନଙ୍କର ମାଂସ ମଳ ପରି ଢଳା ଯିବ। Viz kapitolaଓଡିଆ ବାଇବେଲ17 ପୁଣି, ଆମ୍ଭେ ମନୁଷ୍ୟମାନଙ୍କ ଉପରେ ଦୁଃଖ ଘଟାଇବା, ତହିଁରେ ସେମାନେ ଅନ୍ଧ ଲୋକ ପରି ବୁଲିବେ, କାରଣ ସେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛନ୍ତି; ଆଉ, ସେମାନଙ୍କର ରକ୍ତ ଧୂଳି ପରି ଓ ସେମାନଙ୍କର ମାଂସ ମଳ ପରି ଢଳା ଯିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ପୁଣି, ଆମ୍ଭେ ମନୁଷ୍ୟମାନଙ୍କ ଉପରେ ଦୁଃଖ ଘଟାଇବା, ତହିଁରେ ସେମାନେ ଅନ୍ଧ ଲୋକ ପରି ବୁଲିବେ, କାରଣ ସେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛନ୍ତି; ଆଉ, ସେମାନଙ୍କର ରକ୍ତ ଧୂଳି ପରି ଓ ସେମାନଙ୍କର ମାଂସ ମଳ ପରି ଢଳାଯିବ। Viz kapitola |