ସିଫନୀୟ 1:18 - ପବିତ୍ର ବାଇବଲ18 ସେମାନଙ୍କର ସୁନାରୂପା ସେମାନଙ୍କୁ ରକ୍ଷା କରି ପାରିବ ନାହିଁ। ସେହି ସମୟରେ ସଦାପ୍ରଭୁ ଅତ୍ୟନ୍ତ ବିବ୍ରତ ଓ କ୍ରୋଧୀ ହୋଇ ପଡ଼ିବେ। ସଦାପ୍ରଭୁ ସମଗ୍ର ବିଶ୍ୱକୁ ଧ୍ୱଂସ କରିବେ। ସଦାପ୍ରଭୁ ସମ୍ପୂର୍ଣ୍ଣ ଭାବରେ ବିଶ୍ୱରେ ସମସ୍ତଙ୍କୁ ବିନାଶ କରିବେ।” Viz kapitolaପବିତ୍ର ବାଇବଲ (Re-edited) - (BSI)18 ପୁଣି, ସଦାପ୍ରଭୁଙ୍କ କ୍ରୋଧର ଦିନରେ ସେମାନଙ୍କର ରୂପା କିଅବା ସେମାନଙ୍କର ସୁନା ସେମାନଙ୍କୁ ଉଦ୍ଧାର କରି ପାରିବ ନାହିଁ; ମାତ୍ର ତାହାଙ୍କର ଅନ୍ତର୍ଜ୍ଵାଳାରୂପ ଅଗ୍ନିରେ ସମୁଦାୟ ଦେଶ ଗ୍ରାସିତ ହେବ; କାରଣ ସେ ଦେଶନିବାସୀ ସମସ୍ତଙ୍କୁ ନିଃଶେଷ କରିବେ, ହଁ, ଭୟାନକ ରୂପେ ନିଃଶେଷ କରିବେ। Viz kapitolaଓଡିଆ ବାଇବେଲ18 ପୁଣି, ସଦାପ୍ରଭୁଙ୍କ କ୍ରୋଧର ଦିନରେ ସେମାନଙ୍କର ରୂପା କିଅବା ସେମାନଙ୍କର ସୁନା ସେମାନଙ୍କୁ ଉଦ୍ଧାର କରି ପାରିବ ନାହିଁ; ମାତ୍ର ତାହାଙ୍କର ଅନ୍ତର୍ଜ୍ୱାଳାରୂପ ଅଗ୍ନିରେ ସମୁଦାୟ ଦେଶ ଗ୍ରାସିତ ହେବ; କାରଣ ସେ ଦେଶନିବାସୀ ସମସ୍ତଙ୍କୁ ନିଃଶେଷ କରିବେ, ହଁ, ଭୟାନକ ରୂପେ ନିଃଶେଷ କରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ପୁଣି, ସଦାପ୍ରଭୁଙ୍କ କ୍ରୋଧର ଦିନରେ ସେମାନଙ୍କର ରୂପା କିଅବା ସେମାନଙ୍କର ସୁନା ସେମାନଙ୍କୁ ଉଦ୍ଧାର କରି ପାରିବ ନାହିଁ; ମାତ୍ର ତାହାଙ୍କର ଅନ୍ତର୍ଜ୍ୱାଳାରୂପ ଅଗ୍ନିରେ ସମୁଦାୟ ଦେଶ ଗ୍ରାସିତ ହେବ; କାରଣ ସେ ଦେଶ ନିବାସୀ ସମସ୍ତଙ୍କୁ ନିଃଶେଷ କରିବେ, ହଁ, ଭୟାନକ ରୂପେ ନିଃଶେଷ କରିବେ। Viz kapitola |