ସିଫନୀୟ 1:5 - ପବିତ୍ର ବାଇବଲ5 ଯେଉଁମାନେ କି ଛାତ ଉପରକୁ ଯାଇ ତାରାମାନଙ୍କୁ ପୂଜା କରନ୍ତି ଆମ୍ଭେ ସେ ସମସ୍ତଙ୍କୁ ତଡ଼ି ଦେବା। କେତେଜଣ ଲୋକ ଉଭୟ ସଦାପ୍ରଭୁ ଏବଂ ମିଥ୍ୟାପ୍ରଭୁ ମାଲିକମାନଙ୍କୁ ମଧ୍ୟ ପୂଜା କରୁଛନ୍ତି। ତେଣୁ ଆମ୍ଭେ ସେହି ଲୋକମାନଙ୍କୁ ସେହି ସ୍ଥାନରୁ ତଡ଼ିଦେବା। Viz kapitolaପବିତ୍ର ବାଇବଲ (Re-edited) - (BSI)5 ଆଉ, ଯେଉଁମାନେ ଛାତ ଉପରେ ଆକାଶର ବାହିନୀକି ପ୍ରଣାମ କରନ୍ତି ଓ ଯେଉଁମାନେ ସଦାପ୍ରଭୁଙ୍କ ନିକଟରେ ଶପଥ କରନ୍ତି ଓ ମାଲ୍କମ୍ ନାମରେ ଶପଥ କରି ପ୍ରଣାମ କରନ୍ତି; Viz kapitolaଓଡିଆ ବାଇବେଲ5 ଆଉ, ଯେଉଁମାନେ ଛାତ ଉପରେ ଆକାଶର ବାହିନୀକୁ ପ୍ରଣାମ କରନ୍ତି ଓ ଯେଉଁମାନେ ସଦାପ୍ରଭୁଙ୍କ ନିକଟରେ ଶପଥ କରନ୍ତି ଓ ମାଲ୍କମ୍ ନାମରେ ଶପଥ କରି ପ୍ରଣାମ କରନ୍ତି; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଆଉ, ଯେଉଁମାନେ ଛାତ ଉପରେ ଆକାଶର ବାହିନୀକୁ ପ୍ରଣାମ କରନ୍ତି ଓ ଯେଉଁମାନେ ସଦାପ୍ରଭୁଙ୍କ ନିକଟରେ ଶପଥ କରନ୍ତି ଓ ମାଲ୍କମ୍ ନାମରେ ଶପଥ କରି ପ୍ରଣାମ କରନ୍ତି; Viz kapitola |