ସିଫନୀୟ 1:6 - ପବିତ୍ର ବାଇବଲ6 କେତେକ ଲୋକ ସଦାପ୍ରଭୁଙ୍କୁ ଅନୁସରଣ କରିବା ବନ୍ଦ କଲେ। ସେମାନେ ସଦାପ୍ରଭୁଙ୍କୁ ପ୍ରାର୍ଥନା କରିବା ବନ୍ଦ କରିଦେଲେ। ତେଣୁ ସେ ଲୋକମାନଙ୍କୁ ସେହି ସ୍ଥାନରୁ ତଡ଼ି ଦେବା।” Viz kapitolaପବିତ୍ର ବାଇବଲ (Re-edited) - (BSI)6 ଆଉ, ଯେଉଁମାନେ ସଦାପ୍ରଭୁଙ୍କ ପଶ୍ଚାତ୍ଗମନରୁ ବିମୁଖ ହୋଇଅଛନ୍ତି; ପୁଣି, ଯେଉଁମାନେ ସଦାପ୍ରଭୁଙ୍କର ଅନ୍ଵେଷଣ କରି ନାହାନ୍ତି, କିଅବା ତାହାଙ୍କର ଅନୁସନ୍ଧାନ କରି ନାହାନ୍ତି, ସେସମସ୍ତଙ୍କୁ ଆମ୍ଭେ ଉଚ୍ଛିନ୍ନ କରିବା। Viz kapitolaଓଡିଆ ବାଇବେଲ6 ଆଉ, ଯେଉଁମାନେ ସଦାପ୍ରଭୁଙ୍କ ପଶ୍ଚାତ୍ଗମନରୁ ବିମୁଖ ହୋଇଅଛନ୍ତି; ପୁଣି, ଯେଉଁମାନେ ସଦାପ୍ରଭୁଙ୍କର ଅନ୍ଵେଷଣ କରି ନାହାନ୍ତି, କିଅବା ତାହାଙ୍କର ଅନୁସନ୍ଧାନ କରି ନାହାନ୍ତି, ସେସମସ୍ତଙ୍କୁ ଆମ୍ଭେ ଉଚ୍ଛିନ୍ନ କରିବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଆଉ, ଯେଉଁମାନେ ସଦାପ୍ରଭୁଙ୍କ ପଶ୍ଚାତ୍ଗମନରୁ ବିମୁଖ ହୋଇଅଛନ୍ତି; ପୁଣି, ଯେଉଁମାନେ ସଦାପ୍ରଭୁଙ୍କର ଅନ୍ଵେଷଣ କରି ନାହାନ୍ତି, କିଅବା ତାହାଙ୍କର ଅନୁସନ୍ଧାନ କରି ନାହାନ୍ତି, ସେସମସ୍ତଙ୍କୁ ଆମ୍ଭେ ଉଚ୍ଛିନ୍ନ କରିବା।” Viz kapitola |