ସିଫନୀୟ 1:8 - ପବିତ୍ର ବାଇବଲ8 ସଦାପ୍ରଭୁ କହିଲେ, “ସଦାପ୍ରଭୁଙ୍କର ଉତ୍ସର୍ଗ ଦିନରେ, ଆମ୍ଭେ ରାଜାର ପୁତ୍ରମାନଙ୍କୁ ଓ ଅନ୍ୟ ନେତାମାନଙ୍କୁ ଦଣ୍ତ ଦେବା। ବିଦେଶୀ ବସ୍ତ୍ର ପରିଧାନ କରିଥିବା ସମସ୍ତ ଲୋକଙ୍କୁ ଆମ୍ଭେ ଦଣ୍ତ ଦେବା। Viz kapitolaପବିତ୍ର ବାଇବଲ (Re-edited) - (BSI)8 ପୁଣି, ସଦାପ୍ରଭୁଙ୍କର ସେହି ଯଜ୍ଞ ଦିନ ଆମ୍ଭେ ଅଧିପତିଗଣକୁ ଓ ରାଜପୁତ୍ରଗଣକୁ ଓ ବିଦେଶୀୟ ବସ୍ତ୍ରରେ ବସ୍ତ୍ରାନ୍ଵିତ ସମସ୍ତଙ୍କୁ ଦଣ୍ତ ଦେବା। Viz kapitolaଓଡିଆ ବାଇବେଲ8 ପୁଣି, ସଦାପ୍ରଭୁଙ୍କର ସେହି ଯଜ୍ଞ ଦିନ ଆମ୍ଭେ ଅଧିପତିଗଣକୁ ଓ ରାଜପୁତ୍ରଗଣକୁ ଓ ବିଦେଶୀୟ ବସ୍ତ୍ରରେ ବସ୍ତ୍ରାନ୍ୱିତ ସମସ୍ତଙ୍କୁ ଦଣ୍ଡ ଦେବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ପୁଣି, ସଦାପ୍ରଭୁଙ୍କର ସେହି ଯଜ୍ଞ ଦିନ “ଆମ୍ଭେ ଅଧିପତିଗଣକୁ ଓ ରାଜପୁତ୍ରଗଣକୁ ଓ ବିଦେଶୀୟ ବସ୍ତ୍ରରେ ବସ୍ତ୍ରାନ୍ୱିତ ସମସ୍ତଙ୍କୁ ଦଣ୍ଡ ଦେବା। Viz kapitola |