ସିଫନୀୟ 2:11 - ପବିତ୍ର ବାଇବଲ11 ସେହି ଲୋକମାନେ ସଦାପ୍ରଭୁଙ୍କୁ ଭୟ କରିବେ, କାରଣ ସଦାପ୍ରଭୁ ଧ୍ୱଂସ କରିବେ। ତା'ପରେ ସବୁ ଦେଶରେ ଲୋକମାନେ ସଦାପ୍ରଭୁଙ୍କୁ ଉପାସନା କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ସଦାପ୍ରଭୁ ସେମାନଙ୍କ ପ୍ରତି ଭୟଙ୍କର ହେବେ; କାରଣ ସେ ପୃଥିବୀସ୍ଥ ଯାବତୀୟ ଦେବତାକୁ କ୍ଷୀଣ କରିବେ; ପୁଣି, ଲୋକମାନେ ଓ ଗୋଷ୍ଠୀଗଣର ଦ୍ଵୀପସକଳ ଆପଣା ଅପାଣା ସ୍ଥାନରୁ ତାହାକୁ ପ୍ରଣାମ କରିବେ। Viz kapitolaଓଡିଆ ବାଇବେଲ11 ସଦାପ୍ରଭୁ ସେମାନଙ୍କ ପ୍ରତି ଭୟଙ୍କର ହେବେ; କାରଣ ସେ ପୃଥିବୀସ୍ଥ ଯାବତୀୟ ଦେବତାକୁ କ୍ଷୀଣ କରିବେ; ପୁଣି, ଲୋକମାନେ ଓ ଗୋଷ୍ଠୀଗଣର ଦ୍ୱୀପସକଳ ଆପଣା ଆପଣା ସ୍ଥାନରୁ ତାହାକୁ ପ୍ରଣାମ କରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ସଦାପ୍ରଭୁ ସେମାନଙ୍କ ପ୍ରତି ଭୟଙ୍କର ହେବେ; କାରଣ ସେ ପୃଥିବୀସ୍ଥ ଯାବତୀୟ ଦେବତାକୁ କ୍ଷୀଣ କରିବେ; ପୁଣି, ଲୋକମାନେ ଓ ଗୋଷ୍ଠୀଗଣର ଦ୍ୱୀପସକଳ ଆପଣା ଆପଣା ସ୍ଥାନରୁ ତାହାକୁ ପ୍ରଣାମ କରିବେ। Viz kapitola |