ସିଫନୀୟ 2:15 - ପବିତ୍ର ବାଇବଲ15 ନୀନିବୀ ବର୍ତ୍ତମାନ ଗର୍ବିତ ଅଟେ। ଲୋକମାନେ ନିଜକୁ ଅତି ନିରାପଦ ମନେ କରନ୍ତି। ସେମାନେ ଭାବନ୍ତି ନୀନିବୀ ପୃଥିବୀରେ ସବୁଠାରୁ ମହାନ ସ୍ଥାନ। କିନ୍ତୁ ସେହି ନଗରୀ ମଧ୍ୟ ଧ୍ୱଂସ ହେବ। ଏହା ଏକ ଶୂନ୍ୟସ୍ଥାନ ହେବ ଯେଉଁଠାରେ କେବଳ ବନ୍ୟପ୍ରାଣୀମାନେ ବିଶ୍ରାମ କରିବେ। ସେହି ବାଟ ଦେଇ ଯାଉଥିବା ଲୋକମାନେ ଶୁଶୁରି ବଜାଇବେ, ମୁଣ୍ତ ହଲାଇବେ ଯେତେବେଳେ ସେମାନେ ସେହି ନଗରୀଟିକୁ ଅତି ଶୋଚନୀୟ ଭାବରେ ଧ୍ୱଂସ ହେବାର ଦେଖିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ଯେଉଁ ନଗରୀ ନିଶ୍ଚି; ରୂପେ ବାସ କରି ମନେ ମନେ କହିଥିଲା, ମୁଁ ଅଛି, ମୋʼ ଛଡ଼ା ଆଉ କେହି ନାହିଁ, ସେହି ଉଲ୍ଲାସକାରିଣୀ ନଗରୀ ଏହି; ସେ କିପରି ଧ୍ଵଂସିତ ଓ ପଶୁମାନଙ୍କର ଶୟନ ସ୍ଥାନ ହୋଇଅଛି ! ଯେକେହି ତହିଁର ନିକଟ ଦେଇ ଯିବ, ସେ ଶୀଷ୍ ଶଦ୍ଦ କରି ଆପଣା ହାତ ହଲାଇବ। Viz kapitolaଓଡିଆ ବାଇବେଲ15 ଯେଉଁ ନଗରୀ ନିଶ୍ଚିନ୍ତ ରୂପେ ବାସ କରି ମନେ ମନେ କହିଥିଲା, ମୁଁ ଅଛି, ମୋ’ ଛଡ଼ା ଆଉ କେହି ନାହିଁ, ସେହି ଉଲ୍ଲାସକାରିଣୀ ନଗରୀ ଏହି; ସେ କିପରି ଧ୍ୱଂସିତ ଓ ପଶୁମାନଙ୍କର ଶୟନ ସ୍ଥାନ ହୋଇଅଛି ! ଯେକେହି ତହିଁର ନିକଟ ଦେଇ ଯିବ, ସେ ଶୀଷ୍ ଶବ୍ଦ କରି ଆପଣା ହାତ ହଲାଇବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଯେଉଁ ନଗରୀ ନିଶ୍ଚିନ୍ତ ରୂପେ ବାସ କରି ମନେ ମନେ କହିଥିଲା, ମୁଁ ଅଛି, ମୋʼ ଛଡ଼ା ଆଉ କେହି ନାହିଁ, ସେହି ଉଲ୍ଲାସକାରିଣୀ ନଗରୀ ଏହି; ସେ କିପରି ଧ୍ୱଂସିତ ଓ ପଶୁମାନଙ୍କର ଶୟନ ସ୍ଥାନ ହୋଇଅଛି! ଯେକେହି ତହିଁର ନିକଟ ଦେଇ ଯିବ, ସେ ଶୀଷ୍ ଶବ୍ଦ କରି ଆପଣା ହାତ ହଲାଇବ। Viz kapitola |