Online Bible

- Reklamy -




ସିଫନୀୟ 2:2 - ପବିତ୍ର ବାଇବଲ

2 ତୁମ୍ଭ ଉପରେ ବିଗ୍ଭର ଆସିବା ପୂର୍ବରୁ, ତୁଷ ପରି ସୁଯୋଗ ହରାଇବା ପୂର୍ବରୁ, ସଦାପ୍ରଭୁଙ୍କର କ୍ରୋଧ ତୁମ୍ଭ ଉପରେ ଆସିବା ପୂର୍ବରୁ, ସଦାପ୍ରଭୁଙ୍କର ଭୟଙ୍କର କ୍ରୋଧର ଶେଷଦିନ ଆସିବା ପୂର୍ବରୁ, ତୁମ୍ଭେମାନେ ଏକତ୍ରିତ ହୁଅ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

2 ଆଜ୍ଞା ସଫଳ ହେବା ପୂର୍ବେ, ଦିନ ତୁଷ ପରି ଉଡ଼ିଯିବା ପୂର୍ବେ, ସଦାପ୍ରଭୁଙ୍କର ପ୍ରଚଣ୍ତ କ୍ରୋଧ ତୁମ୍ଭମାନଙ୍କ ଉପରେ ଆସିବା ପୂର୍ବେ, ସଦାପ୍ରଭୁଙ୍କ କ୍ରୋଧର ଦିନ ତୁମ୍ଭମାନଙ୍କ ଉପରେ ଆସିବା ପୂର୍ବେ ଏକତ୍ର ହୁଅ।

Viz kapitola kopírovat

ଓଡିଆ ବାଇବେଲ

2 ଆଜ୍ଞା ସଫଳ ହେବା ପୂର୍ବେ, ଦିନ ତୁଷ ପରି ଉଡ଼ିଯିବା ପୂର୍ବେ, ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ ତୁମ୍ଭମାନଙ୍କ ଉପରେ ଆସିବା ପୂର୍ବେ, ସଦାପ୍ରଭୁଙ୍କ କ୍ରୋଧର ଦିନ ତୁମ୍ଭମାନଙ୍କ ଉପରେ ଆସିବା ପୂର୍ବେ ଏକତ୍ର ହୁଅ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଆଜ୍ଞା ସଫଳ ହେବା ପୂର୍ବେ, ଦିନ ତୁଷ ପରି ଉଡ଼ିଯିବା ପୂର୍ବେ, ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ ତୁମ୍ଭମାନଙ୍କ ଉପରେ ଆସିବା ପୂର୍ବେ, ସଦାପ୍ରଭୁଙ୍କ କ୍ରୋଧର ଦିନ ତୁମ୍ଭମାନଙ୍କ ଉପରେ ଆସିବା ପୂର୍ବେ ଏକତ୍ର ହୁଅ।

Viz kapitola kopírovat




ସିଫନୀୟ 2:2

Následuj nás:

Reklamy


Reklamy