ସିଫନୀୟ 2:4 - ପବିତ୍ର ବାଇବଲ4 ଘସାରେ କାହାରିକୁ ଛଡ଼ାଯିବ ନାହିଁ। ଅସ୍କିଲୋନ ଧ୍ୱଂସ ହେବ, ମଧ୍ୟାହ୍ନ ସୁଦ୍ଧା ଲୋକମାନଙ୍କୁ ଅସଦୋଦ୍ ଛାଡ଼ିବାକୁ ବାଧ୍ୟ କରାଯିବ। ଇକ୍ରୋଣ ଶୂନ୍ୟ ହୋଇଯିବ। Viz kapitolaପବିତ୍ର ବାଇବଲ (Re-edited) - (BSI)4 କାରଣ ଘସା ପରିତ୍ୟକ୍ତ ଓ ଅସ୍କିଲୋନ ଧ୍ଵଂସସ୍ଥାନ ହେବ ! ଅସଦୋଦ୍ ମଧ୍ୟାହ୍ନ ସମୟରେ ତାଡ଼ିତ ହେବ ଓ ଇକ୍ରୋଣ ମୂଳୋତ୍ପାଟିତ ହେବ। Viz kapitolaଓଡିଆ ବାଇବେଲ4 କାରଣ ଘସା ସହର ପରିତ୍ୟକ୍ତ ଓ ଅସ୍କିଲୋନ ସହର ଧ୍ୱଂସସ୍ଥାନ ହେବ ! ଅସ୍ଦୋଦ ସହର ମଧ୍ୟାହ୍ନ ସମୟରେ ତାଡ଼ିତ ହେବ ଓ ଇକ୍ରୋଣ ସହର ମୂଳ ଉତ୍ପାଟିତ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 କାରଣ ଘସା ସହର ପରିତ୍ୟକ୍ତ ଓ ଅସ୍କିଲୋନ ସହର ଧ୍ୱଂସସ୍ଥାନ ହେବ! ଅସ୍ଦୋଦ ସହର ମଧ୍ୟାହ୍ନ ସମୟରେ ତାଡ଼ିତ ହେବ ଓ ଇକ୍ରୋଣ ସହର ମୂଳ ଉତ୍ପାଟିତ ହେବ। Viz kapitola |