ସିଫନୀୟ 3:1 - ପବିତ୍ର ବାଇବଲ1 ହେ ଯିରୁଶାଲମ, ତୁମ୍ଭ ଲୋକମାନେ ପରମେଶ୍ୱରଙ୍କ ବିରୁଦ୍ଧରେ ସଂଗ୍ରାମ କଲେ। ସେମାନେ ଅନ୍ୟମାନଙ୍କୁ ଆଘାତ କଲେ ଏବଂ ସେମାନେ ପାପରେ କଳୁଷିତ ହୋଇଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଉପଦ୍ରବକାରିଣୀ ଯେଉଁ ନଗରୀ ବିଦ୍ରୋହିଣୀ ଓ ଭ୍ରଷ୍ଟା ହୋଇଅଛି, ସେ ସନ୍ତାପର ପାତ୍ରୀ। Viz kapitolaଓଡିଆ ବାଇବେଲ1 ଯିରୂଶାଲମ ଓ ଗୋଷ୍ଠୀଗଣଙ୍କ ପ୍ରତି ବିଚାର ଉପଦ୍ରବକାରିଣୀ ଯେଉଁ ନଗରୀ ବିଦ୍ରୋହିଣୀ ଓ ଭ୍ରଷ୍ଟା ହୋଇଅଛି, ସେ ସନ୍ତାପର ପାତ୍ରୀ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଯିରୂଶାଲମ ଓ ଗୋଷ୍ଠୀଗଣଙ୍କ ପ୍ରତି ବିଚାର ଉପଦ୍ରବକାରିଣୀ ଯେଉଁ ନଗରୀ ବିଦ୍ରୋହିଣୀ ଓ ଭ୍ରଷ୍ଟା ହୋଇଅଛି, ସେ ସନ୍ତାପର ପାତ୍ରୀ। Viz kapitola |