ସିଫନୀୟ 3:10 - ପବିତ୍ର ବାଇବଲ10 ଇଥିଓପିଆରୁ ନଦୀ ପାର ହୋଇ ସମସ୍ତ ଲୋକେ ଆମ୍ଭକୁ ଉପାସନା କରିବାକୁ ଆସିବେ। ଆମ୍ଭର ଛିନ୍ନବିଛିନ୍ନ ଲୋକମାନେ ଆମ୍ଭ ନିକଟକୁ ଆସିବେ। ସେମାନେ ଉପହାର ନେଇ ଆମ୍ଭ ନିକଟକୁ ଆସିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ଆମ୍ଭର ପ୍ରାର୍ଥନାକାରୀମାନେ ଓ ଆମ୍ଭ ଛିନ୍ନଭିନ୍ନ (ଲୋକଙ୍କର) କନ୍ୟା କୂଶ ଦେଶସ୍ଥ ନଦୀସବୁର ସେପାରିରୁ ଆମ୍ଭର ନୈବେଦ୍ୟ ଆଣିବେ। Viz kapitolaଓଡିଆ ବାଇବେଲ10 ଆମ୍ଭର ପ୍ରାର୍ଥନାକାରୀମାନେ ଓ ଆମ୍ଭ ଛିନ୍ନଭିନ୍ନ (ଲୋକଙ୍କର) କନ୍ୟା କୂଶ ଦେଶସ୍ଥ ନଦୀସବୁର ସେପାରିରୁ ଆମ୍ଭର ନୈବେଦ୍ୟ ଆଣିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଆମ୍ଭର ପ୍ରାର୍ଥନାକାରୀମାନେ ଓ ଆମ୍ଭ ଛିନ୍ନଭିନ୍ନ (ଲୋକଙ୍କର) କନ୍ୟା କୂଶ ଦେଶସ୍ଥ ନଦୀସବୁର ସେପାରିରୁ ଆମ୍ଭର ନୈବେଦ୍ୟ ଆଣିବେ। Viz kapitola |