ସିଫନୀୟ 3:13 - ପବିତ୍ର ବାଇବଲ13 ଇସ୍ରାଏଲରେ ବଞ୍ଚି ରହିଥିବା ଲୋକମାନେ ଖରାପ କାର୍ଯ୍ୟ କରିବେ ନାହିଁ। ସେମାନେ ମିଥ୍ୟା କହିବେ ନାହିଁ। ସେମାନଙ୍କ ମଧ୍ୟରେ କୌଣସି ମିଥ୍ୟାବାଦୀ ରହିବେ ନାହିଁ। ସେମାନେ ମେଣ୍ଢାମାନଙ୍କ ପରି ଖାଇବେ ପିଇବେ ଓ ଶାନ୍ତିରେ ଶୋଇବେ। କେହି ସେମାନଙ୍କୁ ବ୍ୟସ୍ତ କରିବେ ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)13 ଇସ୍ରାଏଲର ଅବଶିଷ୍ଟାଂଶ ଲୋକମାନେ ଅଧର୍ମ କରିବେ ନାହିଁ, କିଅବା ମିଥ୍ୟା କହିବେ ନାହିଁ ; ଅଥବା ପ୍ରତାରକ ଜିହ୍ଵା ସେମାନଙ୍କ ମୁଖରେ ଦେଖାଯିବ ନାହିଁ; କାରଣ ସେମାନେ ଚରିବେ ଓ ଶୟନ କରିବେ, ଆଉ କେହି ସେମାନଙ୍କୁ ଭୟ ଦେଖାଇବ ନାହିଁ। Viz kapitolaଓଡିଆ ବାଇବେଲ13 ଇସ୍ରାଏଲର ଅବଶିଷ୍ଟାଂଶ ଲୋକମାନେ ଅଧର୍ମ କରିବେ ନାହିଁ, କିଅବା ମିଥ୍ୟା କହିବେ ନାହିଁ; ଅଥବା ପ୍ରତାରକ ଜିହ୍ୱା ସେମାନଙ୍କ ମୁଖରେ ଦେଖାଯିବ ନାହିଁ; କାରଣ ସେମାନେ ଚରିବେ ଓ ଶୟନ କରିବେ, ଆଉ କେହି ସେମାନଙ୍କୁ ଭୟ ଦେଖାଇବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଇସ୍ରାଏଲର ଅବଶିଷ୍ଟାଂଶ ଲୋକମାନେ ଅଧର୍ମ କରିବେ ନାହିଁ, କିଅବା ମିଥ୍ୟା କହିବେ ନାହିଁ; ଅଥବା ପ୍ରତାରକ ଜିହ୍ୱା ସେମାନଙ୍କ ମୁଖରେ ଦେଖାଯିବ ନାହିଁ; କାରଣ ସେମାନେ ଚରିବେ ଓ ଶୟନ କରିବେ, ଆଉ କେହି ସେମାନଙ୍କୁ ଭୟ ଦେଖାଇବ ନାହିଁ।” Viz kapitola |