ସିଫନୀୟ 3:14 - ପବିତ୍ର ବାଇବଲ14 ହେ ଯିରୁଶାଲମ, ଗୀତ ଗାଅ ଓ ସୁଖୀ ହୁଅ। ଇସ୍ରାଏଲ ମଧ୍ୟ ଆନନ୍ଦ କରିବ। ଯିରୁଶାଲମ ମଧ୍ୟ ସୁଖୀ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ଗୋ ସିୟୋନ କନ୍ୟେ, ଗାନ କର; ହେ ଇସ୍ରାଏଲ, ଜୟଧ୍ଵନି କର; ଗୋ ଯିରୂଶାଲମ କନ୍ୟେ, ଆନନ୍ଦ କର ଓ ସର୍ବାନ୍ତଃକରଣରେ ଉଲ୍ଲାସ କର। Viz kapitolaଓଡିଆ ବାଇବେଲ14 ଗୋ ସିୟୋନ କନ୍ୟେ, ଗାନ କର; ହେ ଇସ୍ରାଏଲ, ଜୟଧ୍ୱନି କର; ଗୋ ଯିରୂଶାଲମ କନ୍ୟେ, ଆନନ୍ଦ କର ଓ ସର୍ବାନ୍ତଃକରଣରେ ଉଲ୍ଲାସ କର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଗୋ ସିୟୋନ କନ୍ୟେ, ଗାନ କର; ହେ ଇସ୍ରାଏଲ, ଜୟଧ୍ୱନି କର; ଗୋ ଯିରୂଶାଲମ କନ୍ୟେ, ଆନନ୍ଦ କର ଓ ସର୍ବାନ୍ତଃକରଣରେ ଉଲ୍ଲାସ କର। Viz kapitola |