ସିଫନୀୟ 3:17 - ପବିତ୍ର ବାଇବଲ17 ଜଣେ ଶକ୍ତିଶାଳୀ ସୈନିକ ସଦୃଶ ତୁମ୍ଭର ସଦାପ୍ରଭୁ ତୁମ୍ଭ ସହିତ ଅଛନ୍ତି। ସେ ତୁମ୍ଭକୁ ରକ୍ଷା କରିବେ। ସେ ତୁମ୍ଭକୁ କେତେ ଭଲ ପାଆନ୍ତି ଦେଖାଇବେ। ଆଉ ମଧ୍ୟ ସେ ଦେଖାଇ ଦେବେ, ସେ ତୁମ୍ଭମାନଙ୍କ ସହିତ ରହି କେତେ ସୁଖୀ। ସେ ତୁମ୍ଭମାନଙ୍କ ସହିତ ରହି ହସିବେ ଓ ଆନନ୍ଦିତ ହେବେ, ଭୋଜିରେ ଆନନ୍ଦ କଲାପରି ହେବେ।” Viz kapitolaପବିତ୍ର ବାଇବଲ (Re-edited) - (BSI)17 ସଦାପ୍ରଭୁ ତୁମ୍ଭର ପରମେଶ୍ଵର ତୁମ୍ଭର ମଧ୍ୟବର୍ତ୍ତୀ ଅଟନ୍ତି, ସେ ବୀର, ଯେ କି ପରିତ୍ରାଣ କରିବେ; ସେ ତୁମ୍ଭ ବିଷୟରେ ପରମ ଆନନ୍ଦ କରିବେ, ସେ ଆପଣା ସ୍ନେହଭରରେ ନୀରବ ହେବେ, ସେ ଗାନ କରି ତୁମ୍ଭ ବିଷୟରେ ଉଲ୍ଲାସ କରିବେ। Viz kapitolaଓଡିଆ ବାଇବେଲ17 ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭର ମଧ୍ୟବର୍ତ୍ତୀ ଅଟନ୍ତି, ସେ ବୀର, ଯେ କି ପରିତ୍ରାଣ କରିବେ; ସେ ତୁମ୍ଭ ବିଷୟରେ ପରମ ଆନନ୍ଦ କରିବେ, ସେ ଆପଣା ସ୍ନେହଭରରେ ନୀରବ ହେବେ, ସେ ଗାନ କରି ତୁମ୍ଭ ବିଷୟରେ ଉଲ୍ଲାସ କରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭର ମଧ୍ୟବର୍ତ୍ତୀ ଅଟନ୍ତି, ସେ ବୀର, ଯେ କି ପରିତ୍ରାଣ କରିବେ; ସେ ତୁମ୍ଭ ବିଷୟରେ ପରମ ଆନନ୍ଦ କରିବେ, ସେ ଆପଣା ସ୍ନେହଭରରେ ନୀରବ ହେବେ, ସେ ଗାନ କରି ତୁମ୍ଭ ବିଷୟରେ ଉଲ୍ଲାସ କରିବେ। Viz kapitola |