ସିଫନୀୟ 3:18 - ପବିତ୍ର ବାଇବଲ18 ସଦାପ୍ରଭୁ କହିଲେ, “ମୁଁ ତୁମ୍ଭମାନଙ୍କର ଲଜ୍ଜା ଅପମାନ ନେଇଯିବି। ସେହି ଲୋକମାନେ ତୁମ୍ଭକୁ ଆଘାତ କରିବା ବନ୍ଦ କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)18 ତୁମ୍ଭର ଯେଉଁ ଲୋକମାନେ ମହାସଭା ବିଷୟରେ ଶୋଚନା କରନ୍ତି, ସେମାନଙ୍କୁ ଆମ୍ଭେ ଏକତ୍ର କରିବା; ତାହାର ଭାର ସେମାନଙ୍କ ପ୍ରତି ଲଜ୍ଜାର ବିଷୟ ଥିଲା। Viz kapitolaଓଡିଆ ବାଇବେଲ18 ତୁମ୍ଭର ଯେଉଁ ଲୋକମାନେ ମହାସଭା ବିଷୟରେ ଶୋଚନା କରନ୍ତି, ସେମାନଙ୍କୁ ଆମ୍ଭେ ଏକତ୍ର କରିବା; ତାହାର ଭାର ସେମାନଙ୍କ ପ୍ରତି ଲଜ୍ଜାର ବିଷୟ ଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ତୁମ୍ଭର ଯେଉଁ ଲୋକମାନେ ମହାସଭା ବିଷୟରେ ଶୋଚନା କରନ୍ତି, ସେମାନଙ୍କୁ ଆମ୍ଭେ ଏକତ୍ର କରିବା; ତାହାର ଭାର ସେମାନଙ୍କ ପ୍ରତି ଲଜ୍ଜାର ବିଷୟ ଥିଲା। Viz kapitola |