ସିଫନୀୟ 3:2 - ପବିତ୍ର ବାଇବଲ2 ତୁମ୍ଭର ଲୋକମାନେ ଆମ୍ଭକୁ ମାନିଲେ ନାହିଁ। ସେମାନେ ଆମ୍ଭ ଶିକ୍ଷା ଗ୍ରହଣ କଲେ ନାହିଁ। ଯିରୁଶାଲମ ସଦାପ୍ରଭୁଙ୍କଠାରେ ବିଶ୍ୱାସ ରଖିଲା ନାହିଁ। ସେମାନେ ତାଙ୍କ ପରମେଶ୍ୱରଙ୍କ ସନ୍ନିକଟକୁ ଗଲେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ସେ ରବ ଶୁଣିଲା ନାହିଁ; ସେ ଶିକ୍ଷା ଗ୍ରହଣ କଲା ନାହିଁ; ସେ ସଦାପ୍ରଭୁଙ୍କଠାରେ ନିର୍ଭର ରଖିଲା ନାହିଁ; ସେ ଆପଣା ପରମେଶ୍ଵରଙ୍କ ନିକଟକୁ ଆସିଲା ନାହିଁ। Viz kapitolaଓଡିଆ ବାଇବେଲ2 ସେ ରବ ଶୁଣିଲା ନାହିଁ; ସେ ଶିକ୍ଷା ଗ୍ରହଣ କଲା ନାହିଁ; ସେ ସଦାପ୍ରଭୁଙ୍କଠାରେ ନିର୍ଭର ରଖିଲା ନାହିଁ; ସେ ଆପଣା ପରମେଶ୍ୱରଙ୍କ ନିକଟକୁ ଆସିଲା ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସେ ରବ ଶୁଣିଲା ନାହିଁ; ସେ ଶିକ୍ଷା ଗ୍ରହଣ କଲା ନାହିଁ; ସେ ସଦାପ୍ରଭୁଙ୍କଠାରେ ନିର୍ଭର ରଖିଲା ନାହିଁ; ସେ ଆପଣା ପରମେଶ୍ୱରଙ୍କ ନିକଟକୁ ଆସିଲା ନାହିଁ। Viz kapitola |