ସିଫନୀୟ 3:20 - ପବିତ୍ର ବାଇବଲ20 ସେତେବେଳେ ଆମ୍ଭେ ତୁମ୍ଭ ସମସ୍ତଙ୍କୁ ଏକତ୍ର ଫେରାଇ ଆଣିବା। ଆମ୍ଭେ ତୁମ୍ଭମାନଙ୍କୁ ଏପରି ସୁନାମଶାଳୀ କରାଇବା ଯାହା ଫଳରେ ସବୁଲୋକ ତୁମ୍ଭମାନଙ୍କର ପ୍ରଶଂସା କରିବେ। ତାହା ଘଟିବ ଯେତେବେଳେ ଆମ୍ଭେ ସମସ୍ତ ବନ୍ଦୀମାନଙ୍କୁ ତୁମ୍ଭ ସମ୍ମୁଖକୁ ଆଣି ମୁକ୍ତ କରିବା,” ସଦାପ୍ରଭୁ ଏହି ସମସ୍ତ କହିଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ସେସମୟରେ ଆମ୍ଭେ ତୁମ୍ଭମାନଙ୍କୁ ଆଣିବା ଓ ସେହି ସମୟରେ ଆମ୍ଭେ ତୁମ୍ଭମାନଙ୍କୁ ସଂଗ୍ରହ କରିବା; କାରଣ ଆମ୍ଭେ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରେ ତୁମ୍ଭମାନଙ୍କର ବନ୍ଦୀତ୍ଵାବସ୍ଥା ପରିବର୍ତ୍ତନ କରିବା ସମୟରେ ପୃଥିବୀସ୍ଥ ଯାବତୀୟ ଗୋଷ୍ଠୀ ମଧ୍ୟରେ ତୁମ୍ଭମାନଙ୍କୁ ଯଶର ଓ ପ୍ରଶଂସାର ପାତ୍ର କରିବା, ଏହା ସଦାପ୍ରଭୁ କହନ୍ତି। Viz kapitolaଓଡିଆ ବାଇବେଲ20 ସେସମୟରେ ଆମ୍ଭେ ତୁମ୍ଭମାନଙ୍କୁ ଆଣିବା ଓ ସେହି ସମୟରେ ଆମ୍ଭେ ତୁମ୍ଭମାନଙ୍କୁ ସଂଗ୍ରହ କରିବା; କାରଣ ଆମ୍ଭେ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରେ ତୁମ୍ଭମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା ସମୟରେ ପୃଥିବୀସ୍ଥ ଯାବତୀୟ ଗୋଷ୍ଠୀ ମଧ୍ୟରେ ତୁମ୍ଭମାନଙ୍କୁ ସୁଖ୍ୟାତି ଓ ପ୍ରଶଂସାର ପାତ୍ର କରିବା, ଏହା ସଦାପ୍ରଭୁ କହନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ସେସମୟରେ ଆମ୍ଭେ ତୁମ୍ଭମାନଙ୍କୁ ଆଣିବା ଓ ସେହି ସମୟରେ ଆମ୍ଭେ ତୁମ୍ଭମାନଙ୍କୁ ସଂଗ୍ରହ କରିବା; କାରଣ ଆମ୍ଭେ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରେ ତୁମ୍ଭମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା ସମୟରେ ପୃଥିବୀସ୍ଥ ଯାବତୀୟ ଗୋଷ୍ଠୀ ମଧ୍ୟରେ ତୁମ୍ଭମାନଙ୍କୁ ସୁଖ୍ୟାତି ଓ ପ୍ରଶଂସାର ପାତ୍ର କରିବା,” ଏହା ସଦାପ୍ରଭୁ କହନ୍ତି। Viz kapitola |