ସିଫନୀୟ 3:4 - ପବିତ୍ର ବାଇବଲ4 ସେମାନଙ୍କର ଭବିଷ୍ୟଦ୍ବକ୍ତାମାନେ ନଗଣ୍ୟ ଓ ସେମାନେ ବିଶ୍ୱାସଘାତକ ଅଟନ୍ତି। ସେମାନଙ୍କର ଯାଜକମାନେ ପବିତ୍ର ବସ୍ତୁକୁ ଅପବିତ୍ର କରନ୍ତି। ସେମାନେ ପରମେଶ୍ୱରଙ୍କ ଶିକ୍ଷା ବିରୁଦ୍ଧରେ କାର୍ଯ୍ୟ କରିଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)4 ତାହାର ଭବିଷ୍ୟଦ୍ବକ୍ତାମାନେ ଅସାର ଓ ବିଶ୍ଵାସଘାତକ ଅଟନ୍ତି; ତାହାର ଯାଜକଗଣ ପବିତ୍ର ବିଷୟକୁ ଅପବିତ୍ର କରିଅଛନ୍ତି, ସେମାନେ ବ୍ୟବସ୍ଥା ପ୍ରତି ଦୌରାତ୍ମ୍ୟ କରିଅଛନ୍ତି। Viz kapitolaଓଡିଆ ବାଇବେଲ4 ତାହାର ଭବିଷ୍ୟଦ୍ବକ୍ତାମାନେ ଅସାର ଓ ବିଶ୍ୱାସଘାତକ ଅଟନ୍ତି; ତାହାର ଯାଜକଗଣ ପବିତ୍ର ବିଷୟକୁ ଅପବିତ୍ର କରିଅଛନ୍ତି, ସେମାନେ ବ୍ୟବସ୍ଥା ପ୍ରତି ଦୌରାତ୍ମ୍ୟ କରିଅଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତାହାର ଭବିଷ୍ୟଦ୍ବକ୍ତାମାନେ ଅସାର ଓ ବିଶ୍ୱାସଘାତକ ଅଟନ୍ତି; ତାହାର ଯାଜକଗଣ ପବିତ୍ର ବିଷୟକୁ ଅପବିତ୍ର କରିଅଛନ୍ତି, ସେମାନେ ବ୍ୟବସ୍ଥା ପ୍ରତି ଦୌରାତ୍ମ୍ୟ କରିଅଛନ୍ତି। Viz kapitola |