Online Bible

- Reklamy -




1 ବଂଶାବଳୀ 10:3 - ଓଡିଆ ବାଇବେଲ

3 ଏହିରୂପେ ଶାଉଲଙ୍କ ସଙ୍ଗେ ଭାରୀ ଯୁଦ୍ଧ ହେଲା ଓ ଧନୁର୍ଦ୍ଧରମାନେ ତାଙ୍କୁ ଧରିଲେ; ଆଉ ଧନୁର୍ଦ୍ଧରମାନଙ୍କ ସକାଶୁ ସେ ଆହତ ହେଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

3 ଏହିରୂପେ ଶାଉଲଙ୍କ ସଙ୍ଗେ ଭାରୀ ଯୁଦ୍ଧ ହେଲା ଓ ଧନୁର୍ଦ୍ଧରମାନେ ତାଙ୍କୁ ଧରିଲେ; ଆଉ ଧନୁର୍ଦ୍ଧରମାନଙ୍କ ସକାଶୁ ସେ ତ୍ରାସଯୁକ୍ତ ହେଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଏହିରୂପେ ଶାଉଲଙ୍କ ସଙ୍ଗେ ଭାରୀ ଯୁଦ୍ଧ ହେଲା ଓ ଧନୁର୍ଦ୍ଧରମାନେ ତାଙ୍କୁ ଧରିଲେ; ଆଉ ଧନୁର୍ଦ୍ଧରମାନଙ୍କ ସକାଶୁ ସେ ଆହତ ହେଲେ।

Viz kapitola kopírovat

ପବିତ୍ର ବାଇବଲ

3 ଶାଉଲଙ୍କ ଚତୁର୍ଦ୍ଦିଗରେ ଯୁଦ୍ଧ କ୍ରମେ ପ୍ରବଳତର ହେବାକୁ ଲାଗିଲା। ଏବଂ ଧନୁର୍ଦ୍ଧରମାନେ ଶାଉଲଙ୍କୁ ତାଙ୍କ ଶର ଦ୍ୱାରା ବିନ୍ଧି ପକାଇଲେ ଏବଂ ସେ ସେମାନଙ୍କ ଶର ଦ୍ୱାରା କ୍ଷତାକ୍ତ ହେଲେ।

Viz kapitola kopírovat




1 ବଂଶାବଳୀ 10:3

Následuj nás:

Reklamy


Reklamy