1 ବଂଶାବଳୀ 10:4 - ଓଡିଆ ବାଇବେଲ4 ତହିଁରେ ଶାଉଲ ଆପଣା ଅସ୍ତ୍ରବାହକକୁ କହିଲେ, ତୁମ୍ଭ ଖଡ୍ଗ ବାହାର କରି ତହିଁରେ ମୋତେ ଭୁସି ପକାଅ; କେଜାଣି ଏହି ଅସୁନ୍ନତମାନେ ଆସି ମୋତେ କୌତୁକ କରିବେ। ମାତ୍ର ତାଙ୍କର ଅସ୍ତ୍ରବାହକ ଅତିଶୟ ଭୀତ ହେବାରୁ ସମ୍ମତ ହେଲା ନାହିଁ। ଏହେତୁ ଶାଉଲ ଖଡ୍ଗ ନେଇ ଆପେ ତହିଁ ଉପରେ ପଡ଼ିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ତହିଁରେ ଶାଉଲ ଆପଣା ଅସ୍ତ୍ରବାହକକୁ କହିଲେ, ତୁମ୍ଭ ଖଡ଼୍ଗ ବାହାର କରି ତହିଁରେ ମୋତେ ଭୁସି ପକାଅ; କେଜାଣି ଏହି ଅସୁନ୍ନତମାନେ ଆସି ମୋତେ କୌତୁକ କରିବେ। ମାତ୍ର ତାଙ୍କର ଅସ୍ତ୍ରବାହକ ଅତିଶୟ ଭୀତ ହେବାରୁ ସମ୍ମତ ହେଲା ନାହିଁ। ଏହେତୁ ଶାଉଲ ଖଡ଼୍ଗ ନେଇ ଆପେ ତହିଁ ଉପରେ ପଡ଼ିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତହିଁରେ ଶାଉଲ ଆପଣା ଅସ୍ତ୍ରବାହକକୁ କହିଲେ, “ତୁମ୍ଭ ଖଡ୍ଗ ବାହାର କରି ତହିଁରେ ମୋତେ ଭୁସି ପକାଅ; କେଜାଣି ଏହି ଅସୁନ୍ନତମାନେ ଆସି ମୋତେ କୌତୁକ କରିବେ।” ମାତ୍ର ତାଙ୍କର ଅସ୍ତ୍ରବାହକ ଅତିଶୟ ଭୀତ ହେବାରୁ ସମ୍ମତ ହେଲା ନାହିଁ। ଏହେତୁ ଶାଉଲ ଖଡ୍ଗ ନେଇ ଆପେ ତହିଁ ଉପରେ ପଡ଼ିଲେ। Viz kapitolaପବିତ୍ର ବାଇବଲ4 ଏହା ପରେ ଶାଉଲ ନିଜର ଅସ୍ତ୍ରବାହକକୁ କହିଲେ, “ତୁମ୍ଭର ଖଡ଼୍ଗ ବାହାର କର ଓ ମୋତେ ସେଥିରେ ବଧ କର। ତେବେ ସେହି ଅସୁନ୍ନତ ବିଦେଶୀମାନେ ଆସି ମୋର ଉପହାସ କରି ପାରିବେ ନାହିଁ।” କିନ୍ତୁ ଶାଉଲଙ୍କ ଅସ୍ତ୍ରବାହକ ଭୟ କଲା। ସେ ଶାଉଲଙ୍କୁ ବଧ କଲା ନାହିଁ। ତେଣୁ ଶାଉଲ ନିଜ ଖଡ଼୍ଗ ଉପରେ ପଡ଼ିଯାଇ ନିଜକୁ ବଧ କଲେ। Viz kapitola |