Online Bible

- Reklamy -




1 ବଂଶାବଳୀ 10:9 - ଓଡିଆ ବାଇବେଲ

9 ତହୁଁ ସେମାନେ ତାଙ୍କର ସଜ୍ଜା ଫିଟାଇ ତାଙ୍କର ମସ୍ତକ ଓ ସଜ୍ଜା ନେଇ ଆପଣାମାନଙ୍କ ଦେବ-ପ୍ରତିମାଗଣର ଗୃହକୁ ଓ ଲୋକମାନଙ୍କ ନିକଟକୁ ସମ୍ବାଦ ଦେବା ପାଇଁ ପଲେଷ୍ଟୀୟମାନଙ୍କ ଦେଶର ଚାରିଆଡ଼େ ପଠାଇଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

9 ତହୁଁ ସେମାନେ ତାଙ୍କର ସଜ୍ଜା ଫିଟାଇ ତାଙ୍କର ମସ୍ତକ ଓ ସଜ୍ଜା ନେଇ ଆପଣାମାନଙ୍କ ଦେବ-ପ୍ରତିମାଗଣର ଗୃହକୁ ଓ ଲୋକମାନଙ୍କ ନିକଟକୁ ସମ୍ଵାଦ ଦେବା ପାଇଁ ପଲେଷ୍ଟୀୟମାନଙ୍କ ଦେଶର ଚାରିଆଡ଼େ ପଠାଇଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ତହୁଁ ସେମାନେ ତାଙ୍କର ସଜ୍ଜା ଫିଟାଇ ତାଙ୍କର ମସ୍ତକ ଓ ସଜ୍ଜା ନେଇ ଆପଣାମାନଙ୍କ ଦେବପ୍ରତିମାଗଣର ଗୃହକୁ ଓ ଲୋକମାନଙ୍କ ନିକଟକୁ ସମ୍ବାଦ ଦେବା ପାଇଁ ପଲେଷ୍ଟୀୟମାନଙ୍କ ଦେଶର ଚାରିଆଡ଼େ ପଠାଇଲେ।

Viz kapitola kopírovat

ପବିତ୍ର ବାଇବଲ

9 ପଲେଷ୍ଟୀୟମାନେ ଶାଉଲଙ୍କୁ ଉଲଗ୍ନ କଲେ ଏବଂ ତାଙ୍କର ମସ୍ତକ ଓ ଯୁଦ୍ଧ ସାଜ ନେଇଗଲେ ଏବଂ ସେମାନେ ଦେଶସାରା ବାର୍ତ୍ତାବାହକମାନଙ୍କୁ ପ୍ରେରଣ କରି, ସେମାନଙ୍କ ଭଣ୍ଡ ଦେବତା ଓ ଲୋକମାନଙ୍କ ପାଖରେ ଏହି ଖବର ପହଞ୍ଚାଇଲେ।

Viz kapitola kopírovat




1 ବଂଶାବଳୀ 10:9

Následuj nás:

Reklamy


Reklamy