Online Bible

- Reklamy -




1 ବଂଶାବଳୀ 11:3 - ଓଡିଆ ବାଇବେଲ

3 ଏହିରୂପେ ଇସ୍ରାଏଲର ସମସ୍ତ ପ୍ରାଚୀନ ହିବ୍ରୋଣକୁ ରାଜାଙ୍କ ନିକଟକୁ ଆସିଲେ; ତହିଁରେ ଦାଉଦ ହିବ୍ରୋଣରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କ ସଙ୍ଗେ ନିୟମ କଲେ; ପୁଣି, ଶାମୁୟେଲଙ୍କ ହସ୍ତରେ ସଦାପ୍ରଭୁଙ୍କ କଥିତ ବାକ୍ୟାନୁସାରେ ସେମାନେ ଇସ୍ରାଏଲ ଉପରେ ଦାଉଦଙ୍କୁ ରାଜାଭିଷିକ୍ତ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

3 ଏହିରୂପେ ଇସ୍ରାଏଲର ସମସ୍ତ ପ୍ରାଚୀନ ହିବ୍ରୋଣକୁ ରାଜାଙ୍କ କତିକି ଆସିଲେ; ତହିଁରେ ଦାଉଦ ହିବ୍ରୋଣରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କ ସଙ୍ଗେ ନିୟମ କଲେ; ପୁଣି ଶାମୁୟେଲଙ୍କ ହସ୍ତରେ ସଦାପ୍ରଭୁଙ୍କ କଥିତ ବାକ୍ୟାନୁସାରେ ସେମାନେ ଇସ୍ରାଏଲ ଉପରେ ଦାଉଦଙ୍କୁ ରାଜାଭିଷିକ୍ତ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଏହିରୂପେ ଇସ୍ରାଏଲର ସମସ୍ତ ପ୍ରାଚୀନ ହିବ୍ରୋଣକୁ ରାଜାଙ୍କ ନିକଟକୁ ଆସିଲେ; ତହିଁରେ ଦାଉଦ ହିବ୍ରୋଣରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କ ସଙ୍ଗେ ନିୟମ କଲେ; ପୁଣି, ଶାମୁୟେଲଙ୍କ ହସ୍ତରେ ସଦାପ୍ରଭୁଙ୍କ କଥିତ ବାକ୍ୟାନୁସାରେ ସେମାନେ ଇସ୍ରାଏଲ ଉପରେ ଦାଉଦଙ୍କୁ ରାଜାଭିଷିକ୍ତ କଲେ।

Viz kapitola kopírovat

ପବିତ୍ର ବାଇବଲ

3 ଇସ୍ରାଏଲର ସମସ୍ତ ନେତାମାନେ ହିବ୍ରୋଣରେ ରାଜା ଦାଉଦଙ୍କ ପାଖକୁ ଆସିଲେ। ଦାଉଦ ହିବ୍ରୋଣରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କ ସହିତ ଏକ ଚୁକ୍ତି କଲେ। ତା'ପରେ ନେତାମାନେ ଦାଉଦଙ୍କୁ ଇସ୍ରାଏଲର ରାଜା ରୂପେ ଅଭିଷିକ୍ତ କଲେ। ସଦାପ୍ରଭୁ ପ୍ରତିଜ୍ଞା କରିଥିଲେ ଯେ, ଶାମୁୟେଲଙ୍କ ଭବିଷ୍ୟ‌ଦ୍‌ବାଣୀ ଅନୁସାରେ ଏହା ଅବଶ୍ୟ ଘଟିବ।

Viz kapitola kopírovat




1 ବଂଶାବଳୀ 11:3

Následuj nás:

Reklamy


Reklamy