1 ବଂଶାବଳୀ 11:5 - ଓଡିଆ ବାଇବେଲ5 ତହିଁରେ ଯିବୂଷ ନିବାସୀମାନେ ଦାଉଦଙ୍କୁ କହିଲେ, ତୁମ୍ଭେ ଏହି ସ୍ଥାନକୁ ଆସି ପାରିବ ନାହିଁ। ତଥାପି ଦାଉଦ ସିୟୋନର ଦୃଢ଼ ଗଡ଼ ହସ୍ତଗତ କଲେ; ତାହା ଦାଉଦ ନଗର ହେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)5 ତହିଁରେ ଯିବୂଷ ନିବାସୀମାନେ ଦାଉଦଙ୍କୁ କହିଲେ, ତୁମ୍ଭେ ଏସ୍ଥାନକୁ ଆସି ପାରିବ ନାହିଁ। ତଥାପି ଦାଉଦ ସିୟୋନର ଦୃଢ଼ ଗଡ଼ ହସ୍ତଗତ କଲେ; ତାହା ଦାଉଦ-ନଗର ହେଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ତହିଁରେ ଯିବୂଷ ନିବାସୀମାନେ ଦାଉଦଙ୍କୁ କହିଲେ, “ତୁମ୍ଭେ ଏହି ସ୍ଥାନକୁ ଆସିପାରିବ ନାହିଁ।” ତଥାପି ଦାଉଦ ସିୟୋନର ଦୃଢ଼ ଗଡ଼ ହସ୍ତଗତ କଲେ; ତାହା ଦାଉଦ-ନଗର ହେଲା। Viz kapitolaପବିତ୍ର ବାଇବଲ5 ଯିବୂଷରେ ବାସ କରୁଥିବା ଲୋକମାନେ ଦାଉଦଙ୍କୁ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ନଗର ମଧ୍ୟରେ ପ୍ରବେଶ କରି ପାରିବ ନାହିଁ।” କିନ୍ତୁ ଦାଉଦ ସେମାନଙ୍କୁ ପରାସ୍ତ କରିଦେଲେ। ଦାଉଦ ସିୟୋନ ଦୁର୍ଗକୁ ଅଧିକାର କରି ନେଲେ। ଯାହା ଦାଉଦଙ୍କ ନଗର ନାମରେ ଜଣାଗଲା। Viz kapitola |