1 ବଂଶାବଳୀ 11:6 - ଓଡିଆ ବାଇବେଲ6 ଆଉ ଦାଉଦ କହିଲେ, ଯେକେହି ପ୍ରଥମେ ଯିବୂଷୀୟମାନଙ୍କୁ ଆଘାତ କରିବ, ସେ ପ୍ରଧାନ ଓ ସେନାପତି ହେବ। ତହିଁରେ ସରୁୟାର ପୁତ୍ର ଯୋୟାବ ପ୍ରଥମେ ଗଲା ଓ ପ୍ରଧାନ କରାଗଲା। Viz kapitolaପବିତ୍ର ବାଇବଲ (Re-edited) - (BSI)6 ଆଉ ଦାଉଦ କହିଲେ, ଯେକେହି ପ୍ରଥମେ ଯିବୂଷୀୟମାନଙ୍କୁ ଆଘାତ କରିବ, ସେ ପ୍ରଧାନ ଓ ସେନାପତି ହେବ। ତହିଁରେ ସରୁୟାର ପୁତ୍ର ଯୋୟାବ୍ ପ୍ରଥମେ ଗଲା ଓ ପ୍ରଧାନ କରାଗଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଆଉ ଦାଉଦ କହିଲେ, “ଯେକେହି ପ୍ରଥମେ ଯିବୂଷୀୟମାନଙ୍କୁ ଆଘାତ କରିବ, ସେ ପ୍ରଧାନ ଓ ସେନାପତି ହେବ।” ତହିଁରେ ସରୁୟାର ପୁତ୍ର ଯୋୟାବ ପ୍ରଥମେ ଗଲା ଓ ପ୍ରଧାନ କରାଗଲା। Viz kapitolaପବିତ୍ର ବାଇବଲ6 ଦାଉଦ କହିଲେ, “ଯେଉଁ ବ୍ୟକ୍ତି ଯିବୂଷୀୟ ଲୋକମାନଙ୍କ ଉପରେ ଆକ୍ରମଣର ନେତୃତ୍ୱ ନେବ, ସେ ମୋର ସମଗ୍ର ସେନାବାହିନୀର ସେନାପତି ହେବ।” ତେଣୁ ଯୋୟାବ୍ ଏହି ଆକ୍ରମଣର ନେତୃତ୍ୱ ନେଲେ। ଯୋୟାବ୍ ସରୁୟାଙ୍କ ପୁତ୍ର ଥିଲେ। ଯୋୟାବ୍ ସୈନ୍ୟଦଳର ସେନାପତି ହେଲେ। Viz kapitola |