1 ବଂଶାବଳୀ 12:22 - ଓଡିଆ ବାଇବେଲ22 ଦିନକୁ ଦିନ ଲୋକମାନେ ଦାଉଦଙ୍କୁ ସାହାଯ୍ୟ କରିବାକୁ ଆସିଲେ, ତହିଁରେ ପରମେଶ୍ୱରଙ୍କ ସୈନ୍ୟ ତୁଲ୍ୟ ମହାସୈନ୍ୟ ହେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)22 ଦିନକୁ ଦିନ ଲୋକମାନେ ଦାଉଦଙ୍କୁ ସାହାଯ୍ୟ କରିବାକୁ ଆସିଲେ, ତହିଁରେ ପରମେଶ୍ଵରଙ୍କ ସୈନ୍ୟ ତୁଲ୍ୟ ମହାସୈନ୍ୟ ହେଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଦିନକୁ ଦିନ ଲୋକମାନେ ଦାଉଦଙ୍କୁ ସାହାଯ୍ୟ କରିବାକୁ ଆସିଲେ, ତହିଁରେ ପରମେଶ୍ୱରଙ୍କ ସୈନ୍ୟ ତୁଲ୍ୟ ମହାସୈନ୍ୟ ହେଲା। Viz kapitolaପବିତ୍ର ବାଇବଲ22 ଦାଉଦଙ୍କୁ ସାହାଯ୍ୟ କରିବା ନିମନ୍ତେ ପ୍ରତ୍ୟେକ ଦିନ ଅଧିକରୁ ଅଧିକ ସଂଖ୍ୟକ ଲୋକ ଆସିବାକୁ ଲାଗିଲେ। ତେଣୁ ଦାଉଦଙ୍କର ଏକ ବିଶାଳ ଓ ମହାପରାକ୍ରମୀ ସୈନ୍ୟଦଳ ହେଲା। Viz kapitola |